Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟି20 ମହିଳା ବିଶ୍ବକପ୍‌ : ଶ୍ରୀଲଙ୍କାକୁ 7 ଓ୍ବିକେଟରେ ପରାସ୍ତ କଲା ଭାରତ
ଆଜିର ଖବର

ଟି20 ମହିଳା ବିଶ୍ବକପ୍‌ : ଶ୍ରୀଲଙ୍କାକୁ 7 ଓ୍ବିକେଟରେ ପରାସ୍ତ କଲା ଭାରତ

February 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମେଲବୋର୍ଣ୍ଣ : ଟି20 ମହିଳା ବିଶ୍ବକପ୍‌ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଭାରତ ଶ୍ରୀଲଙ୍କାକୁ 7 ଓ୍ବିକେଟରେ ପରାସ୍ତ କରିଛି । ପୂର୍ବରୁ ସେମିଫାଇନାଲରେ ପ୍ରବେଶ କରି ସାରିଥିବା ଭାରତ ନିଜର ସମସ୍ତ ଚାରି ଲିଗ୍‌ ମ୍ୟାଚ୍‌ରେ ବିଜୟୀ ହୋଇଛି । ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରି 113 ରନ୍‌ ସଂଗ୍ରହ କରିଥିବା ବେଳେ ଭାରତ 3 ଓ୍ବିକେଟ ହରାଇ ବିଜୟ ହାସଲ କରି ନେଇଥିଲା । ଭାରତ ପକ୍ଷରୁ ଶେଫାଳି ବର୍ମା ସର୍ବାଧିକ 47 ରନ୍‌ ସଂଗ୍ରହ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସ୍ମୃତି ମାନ୍ଧନା 17, ହରମନ୍‌ପ୍ରୀତ୍‌ କୌର 15 ରନ୍‌ ସଂଗ୍ରହ କରିଥିଲେ । ଶେଫାଳି 34ଟି ବଲ୍‌ର ସମ୍ମୁଖୀନ ହୋଇ 7 ଚୌକା ଏବଂ ଏକ ଛକ୍କା ସହାୟତାରେ 47 ରନ୍‌ ସଂଗ୍ରହ କରିଥିଲେ । ଟସ୍‌ ଜିତି ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରିଥିଲା । ଅଭିଜ୍ଞ ଚମାରି ଅଟ୍ଟାପଟ୍ଟୁଙ୍କ 33 ଏବଂ କଭିସା ଦିହ୍ଲାରୀ (25*)ଙ୍କ ବ୍ୟାଟିଂ ଫଳରେ ଦଳ 113 ରନ୍‌ ସଂଗ୍ରହ କରିଥିଲା । ଭାରତ ପକ୍ଷରୁ ରାଧା ଯାଦବ 23 ରନ୍‌ରେ 4ଟି ଓ୍ବିକେଟ୍‌ ଅକ୍ତିଆର କରିଥିଲେ । ଚମତ୍କାର ବୋଲିଂ ପାଇଁ ରାଧା ଯାଦବଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ଘୋଷଣା କରାଯାଇଥିଲା । (ଏଜେନ୍ସି)

india srilanka womenst20worldcup
Share. Facebook Twitter LinkedIn Email WhatsApp Copy Link

Related Posts

ଗୋମୁତ୍ରରୁ ରୋଜଗାର: ୧୫ ଟି ଗାଁରେ ଏକ ଅନନ୍ୟ ପ୍ରକଳ୍ପ ଆରମ୍ଭ

August 12, 2026

କୋର୍ଟ ଚାଲାଣ ପାଇଁ ଏକ ନୂତନ ପଦ୍ଧତି: ୧୦ ଦିନ ମଧ୍ୟରେ ହେବ ସମାଧାନ

August 12, 2026

ବାଂଲାଦେଶ ଗସ୍ତ ବାତିଲ?: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ସୂଚୀ ଘୋଷଣା କଲା ବିସିସିଆଇ

August 12, 2026

“FCRA ବିଲ୍ ପ୍ରତ୍ୟାହାର କରାଯିବା ଉଚିତ”: କେନ୍ଦ୍ର ଉପରେ ଆକ୍ରମଣ କଲେ ଚିଦମ୍ବରମ୍

August 12, 2026
Latest News

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ଗୋମୁତ୍ରରୁ ରୋଜଗାର: ୧୫ ଟି ଗାଁରେ ଏକ ଅନନ୍ୟ ପ୍ରକଳ୍ପ ଆରମ୍ଭ

August 12, 2026

ପତନ ଦ୍ୱାରରେ ଆମେରିକୀୟ ଡଲାରର ପ୍ରାଧାନ୍ୟ!: କ’ଣ ଭାରତକୁ ମିଳିବ ଲାଭ?

August 12, 2026

କୋର୍ଟ ଚାଲାଣ ପାଇଁ ଏକ ନୂତନ ପଦ୍ଧତି: ୧୦ ଦିନ ମଧ୍ୟରେ ହେବ ସମାଧାନ

August 12, 2026

ବାଂଲାଦେଶ ଗସ୍ତ ବାତିଲ?: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ସୂଚୀ ଘୋଷଣା କଲା ବିସିସିଆଇ

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.