Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦ୍ବିତୀୟ ଟେଷ୍ଟ : ବୋଲରଙ୍କ ବଢିଆ ପ୍ରଦର୍ଶନ ପରେ ଭାରତର ବ୍ୟାଟିଂ ବିପର୍ଯ୍ୟୟ
ଆଜିର ଖବର

ଦ୍ବିତୀୟ ଟେଷ୍ଟ : ବୋଲରଙ୍କ ବଢିଆ ପ୍ରଦର୍ଶନ ପରେ ଭାରତର ବ୍ୟାଟିଂ ବିପର୍ଯ୍ୟୟ

March 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କ୍ରୀଷ୍ଟଚର୍ଚ୍ଚ : ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଅନୁଷ୍ଠିତ ଦ୍ବିତୀୟ ଟେଷ୍ଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦୟନୀୟ ପ୍ରଦର୍ଶନ ଜାରି ରହିଛି । ପ୍ରଥମ ଇନିଂସରେ ଭାରତ 7 ରନ୍‌ରେ ଅଗ୍ରଣୀ ହାସଲ କରିଥିବା ବେଳେ ବ୍ୟାଟ୍ସମ୍ୟାନ୍‌ଙ୍କ ଖରାପ ପ୍ରଦର୍ଶନ କାରଣରୁ ଭାରତ 90 ରନ୍‌ରେ 6 ଓ୍ବିକେଟ୍‌ ହରାଇ ସଙ୍କଟରେ ପଡିଛି । ଭାରତର ଟପ୍‌ ଅର୍ଡର ବିଫଳ ହୋଇଥିବା ବେଳେ ଅନ୍ତିମ ମାନ୍ୟତାପ୍ରାପ୍ତ ଯୋଡି ଭାବରେ ହନୁମା ବିହାରୀ ଏବଂ ଋଷଭ ପନ୍ତ କ୍ରିଜ୍‌ରେ ଉପସ୍ଥିତ ଅଛନ୍ତି । ଭାରତ ପକ୍ଷରୁ ଚେତେଶ୍ବର ପୂଜାରା ସର୍ବାଧିକ 24 ରନ୍‌ ସଂଗ୍ରହ କରିଛନ୍ତି । ଟ୍ରେଣ୍ଟ ବୋଲ୍ଟ ଘାତକ ବୋଲିଂ କରି 3ଟି ଓ୍ବିକେଟ୍‌ ଅକ୍ତିଆର କରିଛନ୍ତି । ଭାରତ ଯଦି 180 ରନ୍‌ ମଧ୍ୟ ହାସଲ କରେ ତେବେ ବିଜୟ ହାସଲ ପାଇଁ ଭାରତ ନିକଟରେ ସୁଯୋଗ ରହିଛି । ରବିବାର ସକାଳୁ ଭାରତୀୟ ବୋଲର ଚମତ୍କାର ବୋଲିଂର ନିଦର୍ଶନ କରିଥିଲେ । ଭାରତ ପକ୍ଷରୁ ମହମ୍ମଦ ସାମି 4ଟି ଓ୍ବିକେଟ୍‌ ଅକ୍ତିଆର କରିଥିଲେ । ଯଶ୍‌ପ୍ରୀତ୍‌ ବୁମ୍‌ରା 3ଟି, ଜାଡେଜା 2ଟି ଏବଂ ଉମେଶ ଯାଦବ ଗୋଟିଏ ଓ୍ବିକେଟ ଅକ୍ତିଆର କରିବାରୁ ଭାରତ 7 ରନ୍‌ରେ ଅଗ୍ରଣୀ ହାସଲ କରିଥିଲା । ନ୍ୟୁଜିଲ୍ୟାଣ୍ଡ ପକ୍ଷରୁ ଟମ୍‌ ଲାଥାମ୍‌ ସର୍ବାଧିକ52 ରନ୍‌ ସଂଗ୍ରହ କରିଥିବା ବେଳେ କାଇଲ୍‌ ଜାମିସାନେ 49 ଏବଂ କଲିନ୍‌ ଡି ଗ୍ରାଣ୍ଡହୋମ୍‌ 44 ରନ୍‌ ସଂଗ୍ରହ କରିଥିଲେ । (ଏଜେନ୍ସି)

india nz
Share. Facebook Twitter LinkedIn Email WhatsApp Copy Link

Related Posts

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026
Latest News

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 21, 2026

କୃଷି କ୍ଷେତ୍ରର ସମୀକ୍ଷା: ଫସଲ କ୍ଷତି ଓ ବୀମା ଦାବି ଉପରେ ଶିବରାଜ ସିଂହ ଚୌହାନଙ୍କ ଗୁରୁତ୍ୱ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.