Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହିଳା ବିଶ୍ବକପ୍‌ ସେମିଫାଇନାଲ୍‌ ଲାଇନ୍‌ଅପ୍‌ ଚୂଡାନ୍ତ : ଇଂଲଣ୍ଡର ମୁକାବିଲା କରିବ ଭାରତ
ଆଜିର ଖବର

ମହିଳା ବିଶ୍ବକପ୍‌ ସେମିଫାଇନାଲ୍‌ ଲାଇନ୍‌ଅପ୍‌ ଚୂଡାନ୍ତ : ଇଂଲଣ୍ଡର ମୁକାବିଲା କରିବ ଭାରତ

March 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ଅନୁଷ୍ଠିତ ମହିଳା ବିଶ୍ବକପ୍‌ର ସେମି ଫାଇନାଲ୍‌ ଲାଇନ୍‌ ଅପ୍‌ ଚୂଡାନ୍ତ ହୋଇଛି । ପୂର୍ବରୁ ସେମି ଫାଇନାଲରେ ପହଞ୍ଚି ସାରିଥିବା ଭାରତୀୟ ଦଳ ଇଂଲଣ୍ଡର ମୁକାବିଲା କରିବାକୁ ଯାଉଛି । ସେହିପରି ଦ୍ବିତୀୟ ସେମି ଫାଇନାଲ୍‌ରେ ଘରୋଇ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପରର ମୁକାବିଲା କରିବାକୁ ଯାଉଛନ୍ତି । ସିଡ୍‌ନୀ କ୍ରିକେଟ୍‌ ଗ୍ରାଉଣ୍ଡରେ ଅନୁଷ୍ଠିତ ଏହି ମୁକାବିଲାରେ 50 ଓଭର ବିଶ୍ବକପ୍‌ ପ୍ରତିଶୋଧ ନେବାର ସୁଯୋଗ ଭାରତ ନିକଟରେ ରହିଛି । ସକାଳ 9.30 ମିନିଟ୍‌ରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ମୁକାବିଲା ହେବାକୁ ଥିବା ବେଳେ ଅପରାହ୍ନ 1.30 ମିନିଟ୍‌ରେ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ହେବ । ଚଳିତ ବର୍ଷ ରିଜର୍ଭ ଡେର ଖେଳ ରଖାଯାଇନଥିବାରୁ ଯଦି ମ୍ୟାଚ୍‌ ବର୍ଷାରେ ଧୋଇ ଯାଏ ତେବେ ଅଧିକ ମ୍ୟାଚ୍‌ ଜିତିଥିବା ଦଳ ଫାଇନାଲ୍‌ ଖେଳିବ । ଫାଇନାଲ୍‌ ମ୍ୟାଚ୍‌ ରବିବାର ଦିନ ମେଲବୋର୍ଣ୍ଣରେ ଖେଳାଯିବ । (ଏଜେନ୍ସି)

england india womenst20worldcup
Share. Facebook Twitter LinkedIn Email WhatsApp Copy Link

Related Posts

ଖୁବ ଶୀଘ୍ର ପୂରଣ ହେବ ହାଇକୋର୍ଟ ବିଚାରପତି ପଦବୀ

August 17, 2026

ରାଞ୍ଚିରେ ଛାତ୍ର ଆନ୍ଦୋଳନର ବଡ଼ ପ୍ରଭାବ: JSSC CGL ପରୀକ୍ଷା ବାତିଲ

August 17, 2026

ଏୟାରଟେଲ ବ୍ୟାଙ୍କରୁ ଇସ୍ତଫା ଦେଲେ ସୁନୀଲ ମିତ୍ତଲ: ଏବେ କିଏ ଦାୟିତ୍ୱ ନେବେ?

August 17, 2026

ଭଦ୍ରକରେ ବନ୍ୟା ପାଇଁ ସ୍କୁଲ ଛୁଟି: ୬ ବ୍ଲକର ୨୬୮ ସ୍କୁଲ ଓ ୫୬୭ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

August 17, 2026
Latest News

ଖୁବ ଶୀଘ୍ର ପୂରଣ ହେବ ହାଇକୋର୍ଟ ବିଚାରପତି ପଦବୀ

August 17, 2026

ରାଞ୍ଚିରେ ଛାତ୍ର ଆନ୍ଦୋଳନର ବଡ଼ ପ୍ରଭାବ: JSSC CGL ପରୀକ୍ଷା ବାତିଲ

August 17, 2026

ଏୟାରଟେଲ ବ୍ୟାଙ୍କରୁ ଇସ୍ତଫା ଦେଲେ ସୁନୀଲ ମିତ୍ତଲ: ଏବେ କିଏ ଦାୟିତ୍ୱ ନେବେ?

August 17, 2026

ଆଇଏସଆଇ-ସମର୍ଥିତ ‘ଶହଜାଦ ଭଟ୍ଟି ନେଟୱର୍କ’ ଧ୍ୱଂସ: ୨୦୦ରୁ ଅଧିକ ଗିରଫ

August 17, 2026

ଭଦ୍ରକରେ ବନ୍ୟା ପାଇଁ ସ୍କୁଲ ଛୁଟି: ୬ ବ୍ଲକର ୨୬୮ ସ୍କୁଲ ଓ ୫୬୭ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.