Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏସିଆନ୍‌ ଅଲମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ : କ୍ବାର୍ଟରରେ ବିକାଶ କ୍ରିଷ୍ଣନ୍‌
ଆଜିର ଖବର

ଏସିଆନ୍‌ ଅଲମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ : କ୍ବାର୍ଟରରେ ବିକାଶ କ୍ରିଷ୍ଣନ୍‌

March 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଏସିଆନ୍‌ ଅଲମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ଟୁର୍ଣ୍ଣାମେଣ୍ଟର କ୍ବାର୍ଟରରେ ପ୍ରବେଶ କରିଛନ୍ତି ଭାରତୀୟ ବକ୍ସର୍‌ ବିକାଶ କ୍ରିଷ୍ଣନ୍‌ । କ୍ରମାଗତ ତୃତୀୟ ଥର ପାଇଁ ଅଲମ୍ପିକ୍ସ ଯୋଗ୍ୟତା ହାସଲ ଲକ୍ଷ୍ୟରେ ଥିବା କ୍ରିଷ୍ଣନ୍‌ 69 କିଗ୍ରା ବର୍ଗରେ କ୍ବାର୍ଟର ଫାଇନାଲ୍‌ରେ ପ୍ରବେଶ କରିଛନ୍ତି । ବିକାଶ ପ୍ରି କ୍ବାର୍ଟରରେ କ୍ରିଜଗିସ୍ତାନର ନୁର ସୁଲତାନ ମାମାଟାଲିଙ୍କୁ ପରାସ୍ତ କରିଥିଲେ ।

ବିକାଶ ପ୍ରଥମ ରାଉଣ୍ଡକୁ ଅନାୟାସରେ ଜିତି ନେଇଥିବା ବେଳେ ନୁର୍‌ ଦ୍ବିତୀୟ ରାଉଣ୍ଡରେ ବିଜୟୀ ହୋଇଥିଲେ । ତୃତୀୟ ତଥା ନିର୍ଣ୍ଣାୟକ ରାଉଣ୍ଡରେ ନୁର୍‌ ଆକ୍ରମଣାତ୍ମକ ଖେଳ ପ୍ରଦର୍ଶନ କରିଥିଲେ ମଧ୍ୟ ଏସିଆନ୍‌ ସ୍ବର୍ଣ୍ଣ ବିଜେତା ବିକାଶ ନିଜ ଅଭିଜ୍ଞତାର ଫାଇଦା ଉଠାଇ ବିଜୟୀ ହୋଇଥିଲେ । (ଏଜେନ୍ସି)

olympicqualifiers
Share. Facebook Twitter LinkedIn Email WhatsApp Copy Link

Related Posts

BonV Aero: ଖୋର୍ଦ୍ଧାରେ ବନ୍‌ଭି ଏରୋ ର ନୂଆ ଡ୍ରୋନ ପାର୍କ, ୩୦୦ କୋଟି ଟଙ୍କା ନିବେଶ 

April 11, 2026

ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ : ଜଣେ ମୃତ

April 11, 2026

ଦୁବାଇରୁ କାଠମାଣ୍ଡୁ ଯାଉଥିଲା ବିମାନ, ଲକ୍ଷ୍ନୌ ବିମାନବନ୍ଦରରେ ହେଲା ଜରୁରୀକାଳୀନ ଅବତରଣ

April 11, 2026

ଯୁବକଙ୍କୁ ଉଠାଇନେଲା ପୋଲିସ୍

April 11, 2026
Latest News

BonV Aero: ଖୋର୍ଦ୍ଧାରେ ବନ୍‌ଭି ଏରୋ ର ନୂଆ ଡ୍ରୋନ ପାର୍କ, ୩୦୦ କୋଟି ଟଙ୍କା ନିବେଶ 

April 11, 2026

ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ : ଜଣେ ମୃତ

April 11, 2026

ଦୁବାଇରୁ କାଠମାଣ୍ଡୁ ଯାଉଥିଲା ବିମାନ, ଲକ୍ଷ୍ନୌ ବିମାନବନ୍ଦରରେ ହେଲା ଜରୁରୀକାଳୀନ ଅବତରଣ

April 11, 2026

ମଞ୍ଚୁରିଆନ୍ ଓ କଢାଇ ପନୀର ଖାଇ ମୃତ୍ୟୁ: ଜାଣନ୍ତୁ କାରଣ କ’ଣ, ଗ୍ରୀଷ୍ମଋତୁରେ ଖାଦ୍ୟକୁ ନେଇ ରୁହନ୍ତୁ ସତର୍କ

April 11, 2026

ଯୁବକଙ୍କୁ ଉଠାଇନେଲା ପୋଲିସ୍

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.