Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହିଳା ଦିବସରେ ପ୍ରଥମ ଟାଇଟଲ୍‌ ଲକ୍ଷ୍ୟରେ ଭାରତୀୟ ମହିଳା ଦଳ
ଆଜିର ଖବର

ମହିଳା ଦିବସରେ ପ୍ରଥମ ଟାଇଟଲ୍‌ ଲକ୍ଷ୍ୟରେ ଭାରତୀୟ ମହିଳା ଦଳ

March 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମେଲବୋର୍ଣ୍ଣ : ଅନ୍ତର୍ଜାତୀୟ ମହିଳା ଦିବସରେ ବିଶ୍ବକପ୍‌ ଫାଇନାଲ୍‌ରେ ଅଷ୍ଟ୍ରେଲିଆର ମୁକାବିଲା କରିବାକୁ ଯାଉଛି । ପ୍ରଥମ ଥର ଫାଇନାଲ୍‌ରେ ପ୍ରବେଶ କରିଥିବା ହରମନ୍‌ପ୍ରୀତ୍‌ କୌର୍‌ଙ୍କ ଭାରତୀୟ ଦଳ 4 ଥର ଚାମ୍ପିୟନ୍‌ ଅଷ୍ଟ୍ରେଲିଆର ମୁକାବିଲା କରିବ । ଗ୍ରୁପ୍‌ ପର୍ଯ୍ୟାୟର ପ୍ରଥମ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଥିବାରୁ ଭାରତ ଏହି ମ୍ୟାଚ୍‌ରେ ଫେବ୍‌ରିଟ୍‌ । ମାତ୍ର ଘରୋଇ ପରିବେଶ ଏବଂ ଦର୍ଶକଙ୍କ ସମ୍ମୁଖରେ ଅଷ୍ଟ୍ରେଲିଆକୁ ହେୟ ମନେ କରିବା ଅନୁଚିତ୍‌ । ଉଭୟ ଦଳ ପରସ୍ପରକୁ 19 ଥର ଭେଟିଥିବା ବେଳେ ଭାରତ 6ଟି ଏବଂ ଅଷ୍ଟ୍ରେଲିଆ 13ଟି ମ୍ୟାଚ୍‌ରେ ବିଜୟୀ ହୋଇଛି । ଭାରତ ପକ୍ଷରୁ ବ୍ୟାଟିଂରେ ଶେଫାଳି ବର୍ମା ଏବଂ ବୋଲିଂରେ ପୁନମ ଯାଦବ ଚମତ୍କାର ପ୍ରଦର୍ଶନ କରିଥିବା ବେଳେ ଅଧିନାୟିକା ହରମନପ୍ରୀତ୍‌ କୌର୍‌ ଏବଂ ସ୍ମୃତି ମାନ୍ଧନାଙ୍କ ବ୍ୟାଟ୍‌ ଶାନ୍ତ ରହିଛି । ଉଭୟ ଏହି ମ୍ୟାଚ୍‌ରେ ଭଲ ପ୍ରଦର୍ଶନ କରିବା ନେଇ ଆଶା କରାଯାଉଛି ।

womensday
Share. Facebook Twitter LinkedIn Email WhatsApp Copy Link

Related Posts

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026
Latest News

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.