Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହିଳା ଟି 20 ବିଶ୍ବକପ୍‌ : ଭାରତ ସମ୍ମୁଖରେ 184 ରନ୍‌ର ବିଜୟ ଲକ୍ଷ୍ୟ
ଆଜିର ଖବର

ମହିଳା ଟି 20 ବିଶ୍ବକପ୍‌ : ଭାରତ ସମ୍ମୁଖରେ 184 ରନ୍‌ର ବିଜୟ ଲକ୍ଷ୍ୟ

March 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମେଲବୋର୍ଣ୍ଣ : ମହିଳା ଟି 20 ବିଶ୍ବକପ ଫାଇନାଲ୍‌ରେ ଭାରତ ସମ୍ମୁଖରେ 184ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି ଘରୋଇ ଅଷ୍ଟ୍ରେଲିଆ । ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ପକ୍ଷରୁ ଦୁଇ ଓପ୍‌ନର ଆଲିସା ହିଲି ଏବଂ ବେଥ୍‌ ମୁନି ଅର୍ଦ୍ଧଶତକ ହାସଲ କରିବାରୁ ଦଳ 4 ଓ୍ବିକେଟ ହରାଇ 183 ରନ୍‌ ସଂଗ୍ରହ କରିଥିଲା । ଭାରତୀୟ ଫିଲ୍‌ଡରଙ୍କ ଦୁର୍ବଳ କ୍ଷେତ୍ରରକ୍ଷଣ କାରଣରୁ ହିଲି ଦୁଇଟି ଜୀବନଦାନ ପାଇବା ସହିତ 39ଟି ବଲ୍‌ରୁ 7ଟି ଚୌକା ଏବଂ 5ଟି ଛକ୍କା ସହାୟତାରେ 75 ରନ୍‌ ସଂଗ୍ରହ କରିଥିଲେ । ଅନ୍ୟତମ ଓପ୍‌ନର ବେଥ୍‌ ମୁନି 54 ଟି ବଲ୍‌ର ସମ୍ମୁଖୀନ ହୋଇ 10ଟି ଚୌକା ସହିତ 78 ରନ୍‌ ସଂଗ୍ରହ କରି ଶେଷ ପର୍ଯ୍ୟନ୍ତ ଅପରାଜିତ ରହିଥିଲେ । ଭାରତୀୟ ବୋଲରଙ୍କ ମଧ୍ୟରେ ଦୀପ୍ତି ଶର୍ମା 38 ରନ୍‌ ବିନିମୟରେ ଦୁଇଟି ଓ୍ବିକେଟ ଅକ୍ତିଆର କରିଥିବା ବେଳେ ପୁନମ ଯାଦବ ଏବଂ ରାଧା ଯାଦବ ପ୍ରତ୍ୟେକ ଗୋଟିଏ ଲେଖାଏଁ ଓ୍ବିକେଟ ଅକ୍ତିଆର କରିଥିଲେ । (ଏଜେନ୍ସି)

womenst20worldcup
Share. Facebook Twitter LinkedIn Email WhatsApp Copy Link

Related Posts

CJP ର ଚେତାବନୀ ପରେ କାର୍ଯ୍ୟାନୁଷ୍ଠାନ: ଏହି ବଡ଼ ପଦକ୍ଷେପ ନେଲେ ସରକାର

July 27, 2026

ରାୟଗଡ଼ା ମଣ୍ଡଳରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ହେତୁ ପାସେଞ୍ଜର ଟ୍ରେନ୍ ବାତିଲ୍

July 27, 2026

ରଣପୁର ପ୍ରେସ କ୍ଲବର ନୂତନ ଗୃହ ଉଦ୍‌ଘାଟିତ: ଯୋଗଦେଲେ ବାଚସ୍ପତି

July 27, 2026

ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ

July 27, 2026
Latest News

CJP ର ଚେତାବନୀ ପରେ କାର୍ଯ୍ୟାନୁଷ୍ଠାନ: ଏହି ବଡ଼ ପଦକ୍ଷେପ ନେଲେ ସରକାର

July 27, 2026

ରାୟଗଡ଼ା ମଣ୍ଡଳରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ହେତୁ ପାସେଞ୍ଜର ଟ୍ରେନ୍ ବାତିଲ୍

July 27, 2026

ରଣପୁର ପ୍ରେସ କ୍ଲବର ନୂତନ ଗୃହ ଉଦ୍‌ଘାଟିତ: ଯୋଗଦେଲେ ବାଚସ୍ପତି

July 27, 2026

ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ

July 27, 2026

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୧୯ତମ ପାଳି: ୧୨ ରୋଗୀଙ୍କୁ ତୁରନ୍ତ ଯୋଗାଇଲେ ସହାୟତା ରାଶି

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.