Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ସଂକଟ : ଆଇପିଏଲ୍‌ କାର୍ଯ୍ୟକ୍ରମରେ ପରିବର୍ତ୍ତନ କରାଯିବା ନେଇ ମନ୍ତ୍ରୀଙ୍କ ସଂକେତ
ଆଜିର ଖବର

କରୋନା ସଂକଟ : ଆଇପିଏଲ୍‌ କାର୍ଯ୍ୟକ୍ରମରେ ପରିବର୍ତ୍ତନ କରାଯିବା ନେଇ ମନ୍ତ୍ରୀଙ୍କ ସଂକେତ

March 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Karnataka Governor H R Bhardwaj with Homeopathic Dr B T Rudresh during an Endowment Lecture organised on World Homeopathy Day at RGUHS in Bangalore on April 30, 2014. (Photo: IANS)

ମୁମ୍ବାଇ : କରୋନା ଭାଇରସ୍‌ର ପ୍ରଭାବ ଏବେ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଉପରେ ପଡିବାକୁ ନେଇ ସନ୍ଦେହ ଦେଖାଦେଇଛି । ମହାରାଷ୍ଟ୍ରର ସ୍ବାସ୍ଥ୍ୟ ମନ୍ତ୍ରୀ ରାଜେଶ ଟୋପ୍ପେ ଏହା ସମ୍ପର୍କରେ ସଂକେତ ଦେଇ କହିଛନ୍ତି ଯେ, ଆଇପିଏଲ୍‌ର କାର୍ଯ୍ୟକ୍ରମ ସୂଚୀରେ ପରିବର୍ତ୍ତନ ହୋଇପାରେ । କରୋନା ଭାଇରସ୍‌କୁ ଆଖି ଆଗରେ ରଖି ଭିଡ ବା ସମ୍ମିଳିତ ହେବାକୁ ନିର୍ଦ୍ଦେଶାବଳୀ ରହିଛି । ଏଥିପାଇଁ ସରକାର ଆଇପିଏଲ୍‌ ପରି ଏକ ବଡ ଇଭେଣ୍ଟର କାର୍ଯ୍ୟକ୍ରମରେ ପରିବର୍ତ୍ତନ କରିବା ନେଇ ବିଚାର କରୁଛନ୍ତି ।

ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି ଯେ, କରୋନାକୁ ଦେଖି ବହୁ ବଡ ବଡ କାର୍ଯ୍ୟକ୍ରମକୁ ରଦ୍ଦ କରାଯାଉଛି। ଲୋକଙ୍କ ଜୀବନ ଅମୂଲ୍ୟ ଅଟେ । ଭିଡ ଜାଗାଗୁଡିକରେ ଏହି ଭାଇରସ ବ୍ୟାପିବାର ସମ୍ଭାବନା ପ୍ରବଳ ଥିବାରୁ ଭିଡ ଉପରେ ରୋକ୍‌ ଲଗାଯାଉଛି ।

ଆଇପିଏଲ୍‌2020 ଚଳିତ ମାସ 29 ତାରିଖରୁ ଆରମ୍ଭ ହେବାକୁ ଥିବାବେଳେ ଉଦ୍‌ଘାଟନୀ ମ୍ୟାଚ୍‌ ମୁମ୍ବାଇ ଇଣ୍ଡିଆନ୍ସ ବନାମ ଚେନ୍ନାଇ ସୁପରକିଙ୍ଗ୍‌ ସହ ମୁକାବିଲା ହେବାକୁ ରହିଛି ।

ପୂର୍ବରୁ ବିସିସିଆଇ ନିଜ ମତ ସ୍ପଷ୍ଟ ରୂପେ ରଖି କହିଥିଲେ ଯେ, ଆଇପିଏଲ୍‌ 2020 ଜାରି ରହିବ କିନ୍ତୁ କରୋନା ଭାଇରସ୍‌କୁ ନେଇ ସମସ୍ତ ସତର୍କତା ପଦକ୍ଷେପ ନିଆଯିବା । ବୋର୍ଡ ତରଫରୁ ଖେଳାଳିଙ୍କୁ ତାଙ୍କ ପ୍ରଶଂସକଙ୍କ ସହିତ ହାତ ନ ମିଳାଇବାକୁ କୁହାଯାଇଥିବାର ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ସୂଚନାଯୋଗ୍ୟ,  ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା 42ରେ ପହଞ୍ଚି ଥିବାବେଳେ ସାରା ବିଶ୍ବରେ 3,300ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଛି । କରୋନା ଭାଇରସ୍‌ର ଆତଙ୍କକୁ ଦେଖି ବହୁ କାର୍ଯ୍ୟକ୍ରମକୁ ବାତିଲ୍‌ କରାଯାଉଛି । ଜାପାନର ଟୋକିଓରେ ହେବାକୁ ଥିବା ଅଲମ୍ପିକ୍‌ କାର୍ଯ୍ୟକ୍ରମରେ ମଧ୍ୟ ପରିବର୍ତ୍ତନ କରାଯାଇପାରେ ବୋଲି ସୂଚନା ରହିଛି । ଚଳିତ ବର୍ଷ ଜୁଲାଇ ଅଗଷ୍ଟ ମାସରେ ଏହା ହେବାକୁ ରହିଛି ।

coronavirus ipl
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.