Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇପିଏଲ୍‌ ଉପରେ କୋରୋନା ଗ୍ରହଣ : ଦିଲ୍ଲୀରେ ହେବ ନାହିଁ ମ୍ୟାଚ୍‌
ଆଜିର ଖବର

ଆଇପିଏଲ୍‌ ଉପରେ କୋରୋନା ଗ୍ରହଣ : ଦିଲ୍ଲୀରେ ହେବ ନାହିଁ ମ୍ୟାଚ୍‌

March 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କୋରୋନେ ଭାଇରସ୍‌ ପ୍ରଭାବରେ ଦିଲ୍ଲୀରେ ଆଇପିଏଲ୍‌ ମ୍ୟାଚ୍‌ ନହେବା ନେଇ ଘୋଷଣା କରାଯାଇଛି । ଦିଲ୍ଲୀରୁ ମ୍ୟାଚ୍‌ ସ୍ଥାନାନ୍ତର ହେବା ପାଇଁ ଶୁକ୍ରବାର ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଘୋଷଣା କରିଛନ୍ତି । ଆସନ୍ତା 13 ମାର୍ଚ୍ଚ ପରଠାରୁ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ସମସ୍ତ ବୈଠକ ଉପରେ ରୋକ୍‌ ଲଗାଯାଇଛି । ପ୍ରତିଶେଧକ ମୂଳକ ପଦକ୍ଷେପ ସ୍ବରୂପ ଦିଲ୍ଲୀ ସରକାର ଦିଲ୍ଲୀରେ ଆଇପିଏଲ୍‌ ମ୍ୟାଚ୍‌ ଉପରେ ରୋକ୍‌ ଲଗାଇଛନ୍ତି । ସେହିପରି ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା 51 ତମ ସିଆରପିଏଫ୍‌ ପ୍ରତିଷ୍ଠା ଦିବସ ଉପରେ ରୋକ୍‌ ଲଗାଯାଇଛି । (ଏଜେନ୍ସି)

covid19 delhi ipl
Share. Facebook Twitter LinkedIn Email WhatsApp Copy Link

Related Posts

କନଫର୍ମ ହୋଇନାହିଁ କି ଟ୍ରେନ ଟିକେଟ?: ଚେଷ୍ଟା କରନ୍ତୁ ଏହି ଗୁପ୍ତ କୌଶଳ

July 26, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦେଶକୁ ମିଳିଲା ନୂତନ ଶିକ୍ଷା ମନ୍ତ୍ରୀ: ଦାୟିତ୍ଵ ଗ୍ରହଣ କଲେ ପ୍ରହଲ୍ଲାଦ ଯୋଶୀ

July 26, 2026

ଉନ୍ନତ ବୈଶିଷ୍ଟ୍ୟ ଏବଂ ୧୫୧ କିମି ରେଞ୍ଜ: ବଜାରକୁ ଆସିଲା ହୋଣ୍ଡାର ଏହି ସ୍କୁଟର

July 26, 2026

‘ଛାତ୍ରଛାତ୍ରୀମାନଙ୍କୁ ହତ୍ୟା କରିବାକୁ କିଏ ନିର୍ଦ୍ଦେଶ ଦେଇଥିଲା?’: ରାହୁଲ ଗାନ୍ଧୀଙ୍କ ଗୃହମନ୍ତ୍ରୀଙ୍କୁ ଚିଠି

July 26, 2026
Latest News

କନଫର୍ମ ହୋଇନାହିଁ କି ଟ୍ରେନ ଟିକେଟ?: ଚେଷ୍ଟା କରନ୍ତୁ ଏହି ଗୁପ୍ତ କୌଶଳ

July 26, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦେଶକୁ ମିଳିଲା ନୂତନ ଶିକ୍ଷା ମନ୍ତ୍ରୀ: ଦାୟିତ୍ଵ ଗ୍ରହଣ କଲେ ପ୍ରହଲ୍ଲାଦ ଯୋଶୀ

July 26, 2026

ଉନ୍ନତ ବୈଶିଷ୍ଟ୍ୟ ଏବଂ ୧୫୧ କିମି ରେଞ୍ଜ: ବଜାରକୁ ଆସିଲା ହୋଣ୍ଡାର ଏହି ସ୍କୁଟର

July 26, 2026

‘ଛାତ୍ରଛାତ୍ରୀମାନଙ୍କୁ ହତ୍ୟା କରିବାକୁ କିଏ ନିର୍ଦ୍ଦେଶ ଦେଇଥିଲା?’: ରାହୁଲ ଗାନ୍ଧୀଙ୍କ ଗୃହମନ୍ତ୍ରୀଙ୍କୁ ଚିଠି

July 26, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଆନ୍ନା ହଜାରେଙ୍କ ପ୍ରତିକ୍ରିୟା: ଆନ୍ଦୋଳନକୁ ନେଇ ଦେଲେ ବଡ଼ ବିବୃତ୍ତି

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.