Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋରୋନା ଆତଙ୍କ : ସେପ୍ଟେମ୍ବର ପର୍ଯ୍ୟନ୍ତ ଫ୍ରେଞ୍ଚ ଓପନ୍‌ ସ୍ଥଗିତ
ଆଜିର ଖବର

କୋରୋନା ଆତଙ୍କ : ସେପ୍ଟେମ୍ବର ପର୍ଯ୍ୟନ୍ତ ଫ୍ରେଞ୍ଚ ଓପନ୍‌ ସ୍ଥଗିତ

March 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କୋରୋନା ଭାଇରସ୍‌ ପ୍ରଭାବରେ କ୍ରୀଡା ସର୍ବାଧିକ ପ୍ରଭାବିତ ହୋଇଛି । ପ୍ରଥମେ ଆଇପିଏଲ୍‌ ଏବଂ ଅନ୍ୟାନ୍ୟ କ୍ରିକେଟ୍‌ ଶୃଙ୍ଖଳା ସ୍ଥଗିତ ରହିଥିବା ବେଳେ ବର୍ତ୍ତମାନ ଏହାର ପ୍ରଭାବ ଟେନିସ୍‌ ଉପରେ ପଡିଛି । ଟେନିସ୍‌ର ମହାକୁମ୍ଭ ଫ୍ରେଞ୍ଚ ଓପନ୍‌କୁ ପ୍ରାୟ ତିନି ମାସ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି । ମେ 24ରୁ ଜୁନ୍‌ 7 ତାରିଖ ପର୍ଯ୍ୟନ୍ତ ଏହି ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବାକୁ ଥିବା ବେଳେ ଏହାକୁ ସେପ୍ଟେମ୍ବର ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି । ଆୟୋଜକଙ୍କ ପକ୍ଷରୁ ଟ୍ବିଟ୍‌ କରାଯାଇ ପରିବର୍ତ୍ତିତ ତାରିଖ ଘୋଷଣା କରାଯାଇଛି । ବର୍ତ୍ତମାନ ଏହି ଟୁର୍ଣ୍ଣାମେଣ୍ଟ ସେପ୍ଟେମ୍ବର 20ରୁ ଅକ୍ଟୋବର 4 ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହି ନୂତନ ଘୋଷଣା ପରେ ଟେନିସ୍‌ ଖେଳାଳିଙ୍କ ମଧ୍ୟରେ ଆଶଙ୍କା ଦେଖାଦେଇଛି । ଏହି କାର୍ଯ୍ୟସୂଚୀ ଅନୁଯାୟୀ ୟୁଏସ୍‌ ଓପନ୍‌ର ମାତ୍ର ଏକ ସପ୍ତାହ ପରେ ଏହି ଟୁର୍ଣ୍ଣାମେଣ୍ଟ ଆୟୋଜିତ ହେବାକୁ ଯାଉଛି । (ଏଜେନ୍ସି)

covid19 frenchopen
Share. Facebook Twitter LinkedIn Email WhatsApp Copy Link

Related Posts

ଜିମ୍ବାୱେ ବିପକ୍ଷରେ କେହଳିବେ ନାହିଁ ରିଙ୍କୁ ସିଂହ!: ଜାଣନ୍ତୁ କାହାକୁ ମିଳିବ ସୁଯୋଗ?

February 25, 2026

ରିଲାଏନ୍ସ ଫାଉଣ୍ଡେସନ ସହାୟତାରେ ଢେଙ୍କାନାଳର ସୋରଟ ଗାଁରେ ୨୦ ବର୍ଷ ପରେ ପୁଣି ଚାଷ ଆରମ୍ଭ

February 25, 2026

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 25, 2026

କିପରି ପ୍ଲସ୍ ଜୋନ୍‌କୁ ଆସିବ ନେଟ୍ ରନ୍ ରେଟ୍?: ଜାଣନ୍ତୁ ଜିମ୍ବାୱେ ବିପକ୍ଷରେ ଭାରତର ସମୀକରଣ

February 25, 2026
Latest News

ଜିମ୍ବାୱେ ବିପକ୍ଷରେ କେହଳିବେ ନାହିଁ ରିଙ୍କୁ ସିଂହ!: ଜାଣନ୍ତୁ କାହାକୁ ମିଳିବ ସୁଯୋଗ?

February 25, 2026

ରିଲାଏନ୍ସ ଫାଉଣ୍ଡେସନ ସହାୟତାରେ ଢେଙ୍କାନାଳର ସୋରଟ ଗାଁରେ ୨୦ ବର୍ଷ ପରେ ପୁଣି ଚାଷ ଆରମ୍ଭ

February 25, 2026

“ଆମେ ନ୍ୟାୟପାଳିକାକୁ ବଦନାମ କରିବା ପାଇଁ ଦେବୁ ନାହିଁ…”: NCERT ପୁସ୍ତକ ଉପରେ CJI କ୍ଷୁବ୍ଧ

February 25, 2026

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 25, 2026

କିପରି ପ୍ଲସ୍ ଜୋନ୍‌କୁ ଆସିବ ନେଟ୍ ରନ୍ ରେଟ୍?: ଜାଣନ୍ତୁ ଜିମ୍ବାୱେ ବିପକ୍ଷରେ ଭାରତର ସମୀକରଣ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.