Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋରୋନା ମୁକାବିଲା : 2002ରେ କୈଫ୍‌-ଯୁବରାଜଙ୍କ ଉଦାହରଣ ଦେଲେ ମୋଦି
ଆଜିର ଖବର

କୋରୋନା ମୁକାବିଲା : 2002ରେ କୈଫ୍‌-ଯୁବରାଜଙ୍କ ଉଦାହରଣ ଦେଲେ ମୋଦି

March 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଳୀ : କୋରୋନା ମୁକାବିଲା ପାଇଁ ଜନତା କର୍ଫ୍ୟୁର ଆହ୍ବାନ ଦେବା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୈଫ୍‌-ଯୁବରାଜଙ୍କ ଭାଗିଦାରୀର ଉଦାହରଣ ଦେଇଛନ୍ତି । ମାର୍ଚ୍ଚ 22ରେ ମୋଦି ଜନତା କର୍ଫକ୍ୟୁର ଆହ୍ବାନ ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ପ୍ରେସ୍‌ମିଟ୍‌ ପରେ ମହମ୍ମଦ କୈଫ୍‌ ଏହାକୁ ଟ୍ବିଟ୍‌ କରିବା ସହିତ ଦେଶବାସୀଙ୍କୁ ସମର୍ଥନ କରିବା ପାଇଁ ନିବେଦନ କରିଥିଲେ । କୈଫ୍‌ଙ୍କ ଟ୍ବିଟ୍‌ ପରେ ପ୍ରଧାନମନ୍ତ୍ରୀ 2002 ନାଟଓ୍ବେଷ୍ଟ ବିଜୟକୁ ମନେ ପକାଇବା ସହିତ ଉଭୟଙ୍କ ଭାଗିଦାରୀର ଉଦାହରଣ ଦେଇଥିଲେ । ଏହି ଦୁଇ ମହାନ ଖେଳାଳିଙ୍କ ପରି ବର୍ତ୍ତମାନ ଦେଶବାସୀଙ୍କୁ ମଧ୍ୟ ଭାଗିଦାରୀ କରିବାକୁ ପଡିବ । କୋରୋନା ଭାଇରସ୍‌ ମୁକାବିଲା ପାଇଁ ଦେଶବାସୀଙ୍କୁ ଏକତ୍ରିତ ହୋଇ ଭାଗିଦାରୀ କରିବାକୁ ପଡିବ ବୋଲି ମୋଦି ଟ୍ବିଟ୍‌ କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ସୌରଭ ଗାଙ୍ଗୁଲିଙ୍କ ନେତୃତ୍ବାଧୀନ ଭାରତୀୟ ଦଳ ଇଂଲଣ୍ଡକୁ ପରାସ୍ତ କରି ନାଟଓ୍ବେଷ୍ଟ ଟ୍ରଫିରେ ବିଜୟୀ ହୋଇଥିଲା । ଏହି ମ୍ୟାଚ୍‌ରେ କୈଫ୍‌-ଯୁବରାଜଙ୍କ ମଧ୍ୟରେ 121 ରନ୍‌ର ଭାଗିଦାରୀ ହୋଇଥିଲା ।

covid19 JANTACERFEW Modi yuvraj
Share. Facebook Twitter LinkedIn Email WhatsApp Copy Link

Related Posts

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026

ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

March 25, 2026
Latest News

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026

ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

March 25, 2026

“ପେଟ୍ରୋଲ ଏବଂ ଡିଜେଲର କୌଣସି ଅଭାବ ନାହିଁ”: ସର୍ବଦଳୀୟ ବୈଠକରେ କହିଲେ ସରକାର

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.