Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାର୍ଚ୍ଚ 24 ତାରିଖରେ ଆଇପିଏଲ୍‌-13ର ଭାଗ୍ୟ ନିର୍ଦ୍ଧାରଣ!
ଆଜିର ଖବର

ମାର୍ଚ୍ଚ 24 ତାରିଖରେ ଆଇପିଏଲ୍‌-13ର ଭାଗ୍ୟ ନିର୍ଦ୍ଧାରଣ!

March 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଦେଶରେ କୋରୋନା ଭାଇରସ୍‌ର ସଙ୍କଟ ଦିନକୁ ଦିନ ବଢି ଚାଲିଥିବା ବେଳେ କ୍ରୀଡାପ୍ରେମୀଙ୍କ ପାଇଁ ଦୁସମ୍ବାଦ ମିଳିଛି । ଟି 20 କ୍ରୀଡାର ମହାକୁମ୍ଭ ଆଇପିଏଲ୍‌ ଆୟୋଜନକୁ ନେଇ ଆଶଙ୍କା ଲାଗି ରହିଥିବା ବେଳେ ଆସନ୍ତା ମାର୍ଚ୍ଚ 24 ତାରିଖରେ ଆଇପିଏଲ୍‌ର ଭାଗ୍ୟ ନିର୍ଦ୍ଧାରଣ କରାଯିବ । ବିସିସିଆଇର ସଭାପତି ସୌରଭ ଗାଙ୍ଗୁଲି ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଆସନ୍ତା ମଙ୍ଗଳବାର ଦିନ ଏକ ବୈଠକ କରିବା ପରେ ଆଇପିଏଲ୍‌ ସମ୍ପର୍କରେ ଚୂଡାନ୍ତ ନିଷ୍ପତ୍ତି ନିଆଯିବ । ଆସନ୍ତା ମଙ୍ଗଳବାର ଦିନ କନ୍‌ଫରେନ୍ସିଂ କଲ୍‌ ମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହେବ । ଉଲ୍ଳେଖଯୋଗ୍ୟ ଯେ, ବର୍ତ୍ତମାନ ଦେଶରେ କୋରୋନା ସଂକ୍ରମିତଙ୍କ ସଂଖ୍ୟା 250 ଅତିକ୍ରମ କରିଛି । (ଏଜେନ୍ସି)

corona ipl
Share. Facebook Twitter LinkedIn Email WhatsApp Copy Link

Related Posts

ସ୍କୁଟିକୁ ଧକ୍କା ଦେଲା ଯୁବକଙ୍କୁ ଆକ୍ରମଣ ପାଇଁ ପିଛା କରୁଥିବା କାର: ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ

March 18, 2026

ଭାରତରେ ଦୈନିକ କେତେ ଏଲପିଜି ବ୍ୟବହୃତ ହୁଏ?: ଜାଣନ୍ତୁ ଉତ୍ତର

March 18, 2026

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026
Latest News

ସ୍କୁଟିକୁ ଧକ୍କା ଦେଲା ଯୁବକଙ୍କୁ ଆକ୍ରମଣ ପାଇଁ ପିଛା କରୁଥିବା କାର: ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ

March 18, 2026

ଭାରତରେ ଦୈନିକ କେତେ ଏଲପିଜି ବ୍ୟବହୃତ ହୁଏ?: ଜାଣନ୍ତୁ ଉତ୍ତର

March 18, 2026

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.