Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ମୁକାବିଲା : 52 ଲକ୍ଷ ଟଙ୍କା ପ୍ରଦାନ କଲେ ଏହି କ୍ରିକେଟର
ଆଜିର ଖବର

କରୋନା ମୁକାବିଲା : 52 ଲକ୍ଷ ଟଙ୍କା ପ୍ରଦାନ କଲେ ଏହି କ୍ରିକେଟର

March 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ : ଦେଶରେ କରୋନା ଆତଙ୍କର ମୁକାବିଲା କରିବା ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଏକାଧିକ କ୍ରିକେଟର ଏବଂ ବଲିଉଡ୍‌ କଳାକାର ସହାୟତାର ହାତ ବଢାଇଛନ୍ତି । ବର୍ତ୍ତମାନର ଭାରତୀୟ ଦଳର କୌଣସି ସଦସ୍ୟ ସହାୟତା ପ୍ରଦାନ କରିନଥିବା ବେଳେ ଷ୍ଟାଇଲିସ୍‌ ବାମହାତୀ କ୍ରିକେଟର ସୁରେଶ ରାଇନା 52 ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି । ପିଏମ୍‌ କେୟାର ଫଣ୍ଡକୁ ରାଇନା 31 ଲକ୍ଷ ଟଙ୍କା ପ୍ରଦାନ କରିଥିବା ବେଳେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିପର୍ଯ୍ୟୟ ପରିଚାଳନା ଫଣ୍ଡକୁ 21 ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି । ପୂର୍ବରୁ କ୍ରିକେଟ୍‌ କିମ୍ବଦନ୍ତୀ ସଚିନ୍‌ ତେନ୍ଦୁଲକର ପ୍ରଧାନମନ୍ତ୍ରୀ ରିଲିଫ୍ ଫଣ୍ଡ ଏବଂ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ 25 ଲକ୍ଷ ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି । (ଏଜେନ୍ସି)

pmspecialcarefund sureshraina
Share. Facebook Twitter LinkedIn Email WhatsApp Copy Link

Related Posts

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026

ପଶ୍ଚିମ ଏସିଆର ପରିସ୍ଥିତି ଉପରେ ସରକାରଙ୍କ ପଦକ୍ଷେପ: ଏଲପିଜି ବଣ୍ଟନକୁ ପ୍ରାଥମିକତା

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026
Latest News

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026

ପଶ୍ଚିମ ଏସିଆର ପରିସ୍ଥିତି ଉପରେ ସରକାରଙ୍କ ପଦକ୍ଷେପ: ଏଲପିଜି ବଣ୍ଟନକୁ ପ୍ରାଥମିକତା

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.