Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିଏମ୍ କେୟାର ଫଣ୍ଡକୁ ୧ କୋଟି ଟଙ୍କା ପ୍ରଦାନ କଲେ ଏହି କ୍ରିକେଟର ସାଂସଦ
ଆଜିର ଖବର

ପିଏମ୍ କେୟାର ଫଣ୍ଡକୁ ୧ କୋଟି ଟଙ୍କା ପ୍ରଦାନ କଲେ ଏହି କ୍ରିକେଟର ସାଂସଦ

March 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଭାରତୀୟ ଦଳର ପୂର୍ବତନ ଷ୍ଟାଇଲିସ୍ ଓପ୍‌ନର ତଥା ଦିଲ୍ଲୀ ସାଂସଦ ଗୌତମ ଗମ୍ଭୀର କରୋନା ମୁକାବିଲା ପାଇଁ ୧ କୋଟି ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ନିଜର ଏମ୍‌ପି ଲାଡ୍ ଫଣ୍ଡରୁ ଗମ୍ଭୀର ଏହି ଅର୍ଥ ପ୍ରଦାନ କରିଛନ୍ତି । ଗତକାଲି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସମସ୍ତ ବିଜେପି ସାଂସଦଙ୍କୁ ନିଜ ସଂସଦୀୟ ପାଣ୍ଠିରୁ ୧ କୋଟି ଟଙ୍କା ଦାନ କରିବା ପାଇଁ କହିଥିଲେ । ଏହା ସହିତ ଗମ୍ଭୀର ନିଜର ଏକ ମାସର ବେତନ ମଧ୍ୟ ପିଏମ୍ କେୟାର ଫଣ୍ଡକୁ ପ୍ରଦାନ କରିଛନ୍ତି । ଏହା ସହିତ ଗମ୍ଭୀର ପୂର୍ବରୁ ନିଜ ଟ୍ରଷ୍ଟ ସହାୟତାରେ ଦୈନିକ ୨ ହଜାର ପ୍ୟାକେଟ୍ ରନ୍ଧା ଖାଦ୍ୟ ବଣ୍ଟନ କରୁଛନ୍ତି । ଗମ୍ଭୀରଙ୍କ ବ୍ୟତିତ କ୍ରୀଡାମନ୍ତ୍ରୀ କିରଣ ରିଜିଜ୍ଜୁ ମଧ୍ୟ ଏକ କୋଟି ଟଙ୍କା ଏବଂ ଏକ ମାସର ବେତନ ପ୍ରଦାନ କରିଛନ୍ତି ।

gautamgambhir
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026
Latest News

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.