Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ମୁକାବିଲା : ୧ ଲକ୍ଷ ଟଙ୍କା ପ୍ରଦାନ କଲେ ୧୬ ବର୍ଷୀୟା ଅଲରାଉଣ୍ଡର
ଆଜିର ଖବର

କରୋନା ମୁକାବିଲା : ୧ ଲକ୍ଷ ଟଙ୍କା ପ୍ରଦାନ କଲେ ୧୬ ବର୍ଷୀୟା ଅଲରାଉଣ୍ଡର

March 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକାତା : କରୋନା ମୁକାବିଲା ପାଇଁ ବିଭିନ୍ନ କ୍ରୀଡାବିତ୍ ଏବଂ କଳାକାରଙ୍କ ପକ୍ଷରୁ ସହାୟତା ପ୍ରଦାନ କରାଯାଉଥିବା ବେଳେ ଏହି ତାଲିକାରେ ନିଜକୁ ସାମିଲ କରିଛନ୍ତି ଋଚା ଘୋଷ । ଚଳିତ ବର୍ଷ ନିଜର ବିଶ୍ୱକପ୍ ପଦାର୍ପଣ କରିଥିବା ଋଚା ପ୍ରଥମ ମହିଳା କ୍ରିକେଟର ଭାବରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡକୁ ଏହି ଅର୍ଥ ପ୍ରଦାନ କରିଛନ୍ତି । ୧୬ ର୍ବଷୀୟା ଋଚାଙ୍କ ପିତା ସିଲିଗୁଡି ଜିଲ୍ଲାପାଳ ସୁମନ୍ତ ସହାୟଙ୍କୁ ଏହି ଅର୍ଥ ପ୍ରଦାନ କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଚଳିତ ଟି୨୦ ବିଶ୍ୱକପ୍‌ରେ ଋଚା ୨ଟି ମ୍ୟାଚ୍ ଖେଳିଥିଲେ । ଋଚାଙ୍କ ବ୍ୟତିତ ଭାରତୀୟ ଟେଷ୍ଟ ଦଳର ଉପ ଅଧିନାୟକ ଆଜିଙ୍କ୍ୟ ରାହାଣେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡକୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି ।

ajinkyarahane covid19 RICHAGHOSH
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାରେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱଲେ, ମୁଖ୍ୟମନ୍ତ୍ରୀଙ୍କୁ କଲେ ସାକ୍ଷାତ

June 24, 2026

ରାଫେଲ ମାମଲାରେ ପାକିସ୍ତାନର ପର୍ଦ୍ଦାଫାସ ପରେ ରାହୁଲ ଗାନ୍ଧୀଙ୍କୁ ଆକ୍ରମଣ କଲା ବିଜେପି

June 24, 2026

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ୪-୩ ଗୋଲରେ ଟିମ୍ ଇଣ୍ଡିଆର ଦମଦାର ବିଜୟ

June 24, 2026

ଭାରତଠାରୁ ବ୍ରହ୍ମୋସ୍ କ୍ଷେପଣାସ୍ତ୍ର କିଣିବ ୟୁଏଇ: ପାକିସ୍ତାନ କାହିଁକି ଚିନ୍ତିତ?

June 24, 2026
Latest News

ଓଡିଶାରେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱଲେ, ମୁଖ୍ୟମନ୍ତ୍ରୀଙ୍କୁ କଲେ ସାକ୍ଷାତ

June 24, 2026

ଭୁବନେଶ୍ୱରରେ ୧୪ତମ ମଲ୍ଟି ଏଜେନ୍ସି ମାରିଟାଇମ୍ ସିକ୍ୟୁରିଟି ଗ୍ରୁପ୍ ବୈଠକ ଉଦ୍‌ଘାଟିତ

June 24, 2026

ରାଫେଲ ମାମଲାରେ ପାକିସ୍ତାନର ପର୍ଦ୍ଦାଫାସ ପରେ ରାହୁଲ ଗାନ୍ଧୀଙ୍କୁ ଆକ୍ରମଣ କଲା ବିଜେପି

June 24, 2026

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ୪-୩ ଗୋଲରେ ଟିମ୍ ଇଣ୍ଡିଆର ଦମଦାର ବିଜୟ

June 24, 2026

ଭାରତଠାରୁ ବ୍ରହ୍ମୋସ୍ କ୍ଷେପଣାସ୍ତ୍ର କିଣିବ ୟୁଏଇ: ପାକିସ୍ତାନ କାହିଁକି ଚିନ୍ତିତ?

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.