Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘୋଷଣା ହେଲା ଅଲମ୍ପିକ୍ସ ତାରିଖ, ଜାଣନ୍ତୁ କେବେ?
ଆଜିର ଖବର

ଘୋଷଣା ହେଲା ଅଲମ୍ପିକ୍ସ ତାରିଖ, ଜାଣନ୍ତୁ କେବେ?

March 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଟୋକିଓ: କରୋନା ଭାଇରସ୍ ଆତଙ୍କ କାରଣରୁ ଅଲମ୍ପିକ୍ସକୁ ସ୍ଥଗିତ ରଖାଯାଇଥିବା ବେଳେ ଆଜି ଅଲମ୍ପିକ୍ସ ପାଇଁ ନୂତନ ତାରିଖ ଘୋଷଣା କରାଯାଇଛି। ୨୦୨୧ ମସିହାରେ ଅଲମ୍ପିକ୍ସ ଅନୁଷ୍ଠିତ ହେବା ନେଇ ଆଇଓସି ସଭାପତି ଥୋମାସ୍ ବାକ୍ ଘୋଷଣା କରିଛନ୍ତି। ଜୁଲାଇ ୨୩ରୁ ଅଗଷ୍ଟ ୮ ତାରିଖ ପର୍ଯ୍ୟନ୍ତ ଅଲମ୍ପିକ୍ସ ଆୟୋଜିତ ହେବାକୁ ଥିବା ବେଳେ ଅଗଷ୍ଟ ୨୪ରୁ ସେପ୍ଟେମ୍ବେର ୫ ତାରିଖ ପର୍ଯ୍ୟନ୍ତ ପାରା ଅଲମ୍ପିକ୍ସ ଆୟୋଜିତ ହେବ। ନୂତନ ଅଲମ୍ପିକ୍ସ ତାରିଖ ଘୋଷଣା କରାଯିବା ପରେ ଖୁସି ଜାହିର କରିଛି ଭାରତୀୟ ଅଲମ୍ପିକ୍ସ ମହାସଂଘ। (ଏଜେନ୍ସି)

olympics
Share. Facebook Twitter LinkedIn Email WhatsApp Copy Link

Related Posts

ଚଳିତ ଖରିଫ ଋତୁରେ ଧାନ ଚାଷୀଙ୍କ ପାଇଁ ଡିଜିଟାଲ୍ ସଂସ୍କାର ବ୍ୟବସ୍ଥାକୁ ଗୁରୁତ୍ଵ

February 5, 2026

“ମିଳିମିଶି ସଚେତନ କଲେ, କର୍କଟ ମୁକ୍ତ ଭାରତ ଗଠନ ସମ୍ଭବ”: କ୍ରାନ୍ତି ତରଫରୁ ଦେଶବାସୀଙ୍କୁ ଆହ୍ବାନ

February 5, 2026

ଆଜି ଫେବୃୟାରୀ ୫ ତାରିଖ ଗୁରୁବାରରେ ଛଅଟି ରାଶିର ଲୋକଙ୍କୁ ମିଳିବ ମା’ ଲକ୍ଷ୍ମୀଙ୍କ ଆର୍ଶିବାଦ

February 5, 2026

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026
Latest News

ଚଳିତ ଖରିଫ ଋତୁରେ ଧାନ ଚାଷୀଙ୍କ ପାଇଁ ଡିଜିଟାଲ୍ ସଂସ୍କାର ବ୍ୟବସ୍ଥାକୁ ଗୁରୁତ୍ଵ

February 5, 2026

“ମିଳିମିଶି ସଚେତନ କଲେ, କର୍କଟ ମୁକ୍ତ ଭାରତ ଗଠନ ସମ୍ଭବ”: କ୍ରାନ୍ତି ତରଫରୁ ଦେଶବାସୀଙ୍କୁ ଆହ୍ବାନ

February 5, 2026

ଆଜି ଫେବୃୟାରୀ ୫ ତାରିଖ ଗୁରୁବାରରେ ଛଅଟି ରାଶିର ଲୋକଙ୍କୁ ମିଳିବ ମା’ ଲକ୍ଷ୍ମୀଙ୍କ ଆର୍ଶିବାଦ

February 5, 2026

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.