Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲକ୍‌ଡାଉନ୍‌ରେ ସେଫ୍ ପାଲଟିଲେ ଏହି କ୍ରିକେଟର୍ : ବିସିସିଆଇ ସେୟାର କଲା ଭିଡିଓ
ଆଜିର ଖବର

ଲକ୍‌ଡାଉନ୍‌ରେ ସେଫ୍ ପାଲଟିଲେ ଏହି କ୍ରିକେଟର୍ : ବିସିସିଆଇ ସେୟାର କଲା ଭିଡିଓ

April 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶବ୍ୟାପୀ ୨୧ ଦିନିଆ ଲକ୍‌ଡାଉନ୍ ଲଗାଯାଇଥିବା ବେଳେ ସମସ୍ତେ ଘରେ ରହୁଛନ୍ତି । ଏହି ସମୟରେ ସମସ୍ତେ ଅଲଗା ଅଲଗା କାମରେ ନିଜକୁ ନିୟୋଜିତ କରୁଥିବା ବେଳେ ସେଫ୍ ପାଲଟିଛନ୍ତି ଭାରତୀୟ ଓପ୍‌ନର ମୟଙ୍କ ଅଗ୍ରୱାଲ । ୨୯ ବର୍ଷୀୟ ଭାରତୀୟ ଟେଷ୍ଟ ଓପ୍‌ନର ମୟଙ୍କ ଖାଇବା ବନାଉଥିବାର ଭିଡିଓ ବିସିସିଆଇ ଟ୍ୱିଟ୍ଟରରେ ସେୟାର କରିଛି । ଏହି ଭିଡିଓରେ ମୟଙ୍କ ବେଲ୍ ପେପର୍ସ ଓ କ୍ୱିନୋଆ ସହାୟତାରେ ବଟର୍ ଗାର୍ଲିକ୍ ମସ୍‌ରୁମ୍ ପ୍ରସ୍ତୁତ କରୁଛନ୍ତି ।

https://www.bcci.tv/videos/147190/meet-chef-mayank-agarwal-

BCCI mayankagrawal
Share. Facebook Twitter LinkedIn Email WhatsApp Copy Link

Related Posts

ସୁନା ଓ ରୂପା ହେଲା ମହଙ୍ଗା: ଜାଣନ୍ତୁ ଆଜିର ମୂଲ୍ୟ

September 11, 2026

ଓରାଙ୍ଗଉଟାନ୍ ଉଦ୍ଧାରସ୍ଥଳକୁ ନିଷିଦ୍ଧାଞ୍ଚଳ ଘୋଷଣା କଲା ବନବିଭାଗ

September 11, 2026

ବିଦ୍ୟୁତ୍ ଆଘାତରେ ଚାଲିଗଲା ନାବାଳକର ଜୀବନ

September 11, 2026

ବିଜେପି ସାଂସଦ ସତୀଶ ଗୌତମଙ୍କ ନାମରେ ନକଲି ଆଇଡି: ମହିଳାଙ୍କୁ କରାଯାଉଛି ଟାର୍ଗେଟ

September 11, 2026
Latest News

ସୁନା ଓ ରୂପା ହେଲା ମହଙ୍ଗା: ଜାଣନ୍ତୁ ଆଜିର ମୂଲ୍ୟ

September 11, 2026

ଓରାଙ୍ଗଉଟାନ୍ ଉଦ୍ଧାରସ୍ଥଳକୁ ନିଷିଦ୍ଧାଞ୍ଚଳ ଘୋଷଣା କଲା ବନବିଭାଗ

September 11, 2026

ବିଦ୍ୟୁତ୍ ଆଘାତରେ ଚାଲିଗଲା ନାବାଳକର ଜୀବନ

September 11, 2026

ବିଜେପି ସାଂସଦ ସତୀଶ ଗୌତମଙ୍କ ନାମରେ ନକଲି ଆଇଡି: ମହିଳାଙ୍କୁ କରାଯାଉଛି ଟାର୍ଗେଟ

September 11, 2026

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.