Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଆତଙ୍କ : ସ୍ଥଗିତ ରହିଲା ମହିଳା ବିଶ୍ୱକପ୍‌
ଆଜିର ଖବର

କରୋନା ଆତଙ୍କ : ସ୍ଥଗିତ ରହିଲା ମହିଳା ବିଶ୍ୱକପ୍‌

April 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଫୁଟବଲ୍ ବିଶ୍ୱକପ୍‌କୁ ସ୍ଥଗିତ କରାଯାଇଛି । ଆସନ୍ତା ନଭେମ୍ବର ମାସରେ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଫିଫା ବିଶ୍ୱକପ୍‌କୁ ସ୍ଥଗିତ ରଖାଯାଇଛି । ନଭେମ୍ବର ୨ରୁ ୨୧ ପର୍ଯ୍ୟନ୍ତ ଭାରତରେ ଅନୁଷ୍ଠିତ ହେବାକୁ ଥିବା ୧୭ ବର୍ଷରୁ କମ୍ ମହିଳା ବିଶ୍ୱକପ୍‌କୁ ସ୍ଥଗିତ ରଖାଯାଇଛି । ଫିଫା ପକ୍ଷରୁ ଶନିବାର ଦିନ ଏହି ଘୋଷଣା କରାଯାଇଛି । ଭାରତୀୟ ମହିଳା ଦଳ ପାଇଁ ଏହି ଖବର ନିରାଶାଜନକ ରହିଛି । ପ୍ରଥମ ଥର ପାଇଁ ଭାରତୀୟ ଦଳ ଆୟୋଜକ କୋଟାରେ ବିଶ୍ୱକପ୍‌ରେ ଅଂଶଗ୍ରହଣ କରିଥାନ୍ତା । ତେବେ ଫିଫା ପକ୍ଷରୁ ଏହା ମଧ୍ୟ ସ୍ପଷ୍ଟୀକରଣ ଦିଆଯାଇଛି ଏହି ଟୁର୍ଣ୍ଣାମେଣ୍ଟକୁ ସ୍ଥଗିତ ରଖାଯାଇଥିବା ବେଳେ ଏହାକୁ ଭାରତରୁ ସ୍ଥାନାନ୍ତର କରାଯାଇନାହିଁ ।

covid19 fifaworldcup india
Share. Facebook Twitter LinkedIn Email WhatsApp Copy Link

Related Posts

“ମିଳିମିଶି ସଚେତନ କଲେ, କର୍କଟ ମୁକ୍ତ ଭାରତ ଗଠନ ସମ୍ଭବ”: କ୍ରାନ୍ତି ତରଫରୁ ଦେଶବାସୀଙ୍କୁ ଆହ୍ବାନ

February 5, 2026

ଆଜି ଫେବୃୟାରୀ ୫ ତାରିଖ ଗୁରୁବାରରେ ଛଅଟି ରାଶିର ଲୋକଙ୍କୁ ମିଳିବ ମା’ ଲକ୍ଷ୍ମୀଙ୍କ ଆର୍ଶିବାଦ

February 5, 2026

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026
Latest News

“ମିଳିମିଶି ସଚେତନ କଲେ, କର୍କଟ ମୁକ୍ତ ଭାରତ ଗଠନ ସମ୍ଭବ”: କ୍ରାନ୍ତି ତରଫରୁ ଦେଶବାସୀଙ୍କୁ ଆହ୍ବାନ

February 5, 2026

ଆଜି ଫେବୃୟାରୀ ୫ ତାରିଖ ଗୁରୁବାରରେ ଛଅଟି ରାଶିର ଲୋକଙ୍କୁ ମିଳିବ ମା’ ଲକ୍ଷ୍ମୀଙ୍କ ଆର୍ଶିବାଦ

February 5, 2026

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.