Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁବରାଜଙ୍କ ଅନୁରୋଧରେ ବ୍ୟାଟିଂ ଭିଡିଓ ସେୟାର କଲେ ବୁମ୍‌ରା : ଭିଡିଓ ଭାଇରାଲ୍‌
ଆଜିର ଖବର

ଯୁବରାଜଙ୍କ ଅନୁରୋଧରେ ବ୍ୟାଟିଂ ଭିଡିଓ ସେୟାର କଲେ ବୁମ୍‌ରା : ଭିଡିଓ ଭାଇରାଲ୍‌

April 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଭାରତୀୟ ପେସ୍‌ ବୋଲର ଯଶପ୍ରୀତ୍‌ ବୁମ୍‌ରା ନିଜ ବ୍ୟାଟିଂର ଏକ ଭିଡିଓ ସେୟାର କରିଛନ୍ତି । ଯୁବରାଜ ସିଂଙ୍କ ଅନୁରୋଧରେ ବୁମ୍‌ରା ଏହି ଭିଡିଓଟିକୁ ପୋଷ୍ଟ କରିଥିବା ବେଳେ ଭିଡିଓଟି ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହୋଇଛି । ଉଭୟଙ୍କ ଇନ୍‌ଷ୍ଟାଗ୍ରାମ ଲାଇଭ୍‌ ଚାଟ୍‌ ସମୟରେ ଯୁବରାଜ ବୁମ୍‌ରାଙ୍କ ବ୍ୟାଟିଂର ମଜାକ୍‌ ଉଡାଇଥିଲେ । ଗୋଆ ବିପକ୍ଷ ଏକ ରଣଜୀ ଟ୍ରଫି ମ୍ୟାଚ୍‌ରେ ବୁମ୍‌ରା 20 ବଲ୍‌ରୁ 42 ରନ୍‌ ସଂଗ୍ରହ କରିଥିଲେ ।

blob:https://www.facebook.com/f79ecf56-3e73-46ce-a97e-f2d7c2b93805
ଉଲ୍ଲେଖଯୋଗ୍ୟ ଯେ, ଦିନିକିଆ ଏବଂ ଟେଷ୍ଟରେ 10 ବୁମ୍‌ରାଙ୍କ ସର୍ବାଧିକ ସ୍କୋର ହୋଇଥିବା ବେଳେ ଆଇପିଏଲ୍‌ରେ ତାଙ୍କର ସର୍ବାଧିକ ସ୍କୋର 16 ରନ୍‌ ରହିଛି । ଭିଡିଓଟିକୁ ସେୟାର କରିବା ସହିତ ଯୁବରାଜଙ୍କ ଅନୁରୋଧରେ ଭିଡିଟିକୁ ସେୟାର କରୁଥିବା ଲେଖିଛନ୍ତି ବୁମ୍‌ରା ।

bumrah yuvraj
Share. Facebook Twitter LinkedIn Email WhatsApp Copy Link

Related Posts

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ଆଜି ଫାଇନାଲ ପାଇଁ ଲଢେଇ: ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ

March 4, 2026
Latest News

ରାଜ୍ୟସଭାକୁ ଯିବେ କି ନୀତିଶ କୁମାର?: ବିହାରର ବିଭିନ୍ନ ରାଜନୈତିକ ଦଳରୁ ଆସିଲା ପ୍ରତିକ୍ରିୟା

March 4, 2026

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.