Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଏହି ଭାରତୀୟ କ୍ରିକେଟରଙ୍କ ଡିନର ପ୍ରସ୍ତାବରେ ହଁ ଭରିଲେ ଏଲିସ୍‌ ପେରୀ!
ଅନ୍ତରାଷ୍ଟ୍ରୀୟ

ଏହି ଭାରତୀୟ କ୍ରିକେଟରଙ୍କ ଡିନର ପ୍ରସ୍ତାବରେ ହଁ ଭରିଲେ ଏଲିସ୍‌ ପେରୀ!

May 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ/ମେଲବୋର୍ଣ୍ଣ : ଭାରତୀୟ କ୍ରିକେଟର ମୁରଲୀ ବିଜୟଙ୍କ ଡିନର ପ୍ରସ୍ତାବରେ ରାଜି ହୋଇଛନ୍ତି ଅଷ୍ଟ୍ରେଲୀୟ ମହିଳା କ୍ରିକେଟର ଏଲିସ୍‌ ପେରୀ । କିଛି ଦିନ ପୂର୍ବରୁ ଏକ ଟ୍ବିଟ୍ଟର ପ୍ରଶ୍ନୋତର କାର୍ଯ୍ୟକ୍ରମରେ ଏଲିସ୍‌ ପେରୀଙ୍କ ସହିତ ରାତ୍ରଭୋଜନରେ ଯିବାର ପ୍ରସ୍ତାବ ଦେଇଥିଲେ । ନିକଟରେ ଲକ୍‌ଡାଉନ୍‌ ସମୟରେ ସୋନୀ ସ୍ପୋର୍ଟସ୍‌ ସହିତ ନିଜର ସାକ୍ଷାତକାର ସମୟରେ ପୂର୍ବତନ ଭାରତୀୟ ଓପ୍‌ନରଙ୍କ ରାତ୍ରଭୋଜନ ଅନୁରୋଧକୁ ଗ୍ରହଣ କରିଛନ୍ତି । ତେବେ ଯଦି ବିଜୟ ବିଲ୍‌ ପେମେଣ୍ଟ କରନ୍ତି ତେବେ ସେ ଡିନରରେ ଯିବେ ବୋଲି ପେରୀ ସର୍ତ୍ତ ରଖିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଅଷ୍ଟ୍ରେଲିଆ ମହିଳା ଦଳ 6ଟି ବିଶ୍ବକପ୍‌ରେ ବିଜୟୀ ହୋଇଥିବା ବେଳେ ଏଲିସ୍‌ ପେରୀ 5ଟି ବିଶ୍ବକପ୍‌ରେ ଅଷ୍ଟ୍ରେଲିଆର ପ୍ରତିନିଧିତ୍ବ କରିଛନ୍ତି ।

An off-field conversation between @EllysePerry and @PathakRidhima filled with some googly questions 😮, out of the park answers🤩, well-judged tackles 😎 and rapid 🔥 right on the 💸#SonyTenPitStop #CricketWithoutBoundaries #CricketAustralia #Australia #SonySports @CricketAus pic.twitter.com/V6Weqj2QET

— Sony Sports Network (@SonySportsNetwk) May 2, 2020

elysseperry
Share. Facebook Twitter LinkedIn Email WhatsApp Copy Link

Related Posts

ଚଳିତ ଖରିଫ ଋତୁରେ ଧାନ ଚାଷୀଙ୍କ ପାଇଁ ଡିଜିଟାଲ୍ ସଂସ୍କାର ବ୍ୟବସ୍ଥାକୁ ଗୁରୁତ୍ଵ

February 5, 2026

“ମିଳିମିଶି ସଚେତନ କଲେ, କର୍କଟ ମୁକ୍ତ ଭାରତ ଗଠନ ସମ୍ଭବ”: କ୍ରାନ୍ତି ତରଫରୁ ଦେଶବାସୀଙ୍କୁ ଆହ୍ବାନ

February 5, 2026

ଆଜି ଫେବୃୟାରୀ ୫ ତାରିଖ ଗୁରୁବାରରେ ଛଅଟି ରାଶିର ଲୋକଙ୍କୁ ମିଳିବ ମା’ ଲକ୍ଷ୍ମୀଙ୍କ ଆର୍ଶିବାଦ

February 5, 2026

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026
Latest News

ଚଳିତ ଖରିଫ ଋତୁରେ ଧାନ ଚାଷୀଙ୍କ ପାଇଁ ଡିଜିଟାଲ୍ ସଂସ୍କାର ବ୍ୟବସ୍ଥାକୁ ଗୁରୁତ୍ଵ

February 5, 2026

“ମିଳିମିଶି ସଚେତନ କଲେ, କର୍କଟ ମୁକ୍ତ ଭାରତ ଗଠନ ସମ୍ଭବ”: କ୍ରାନ୍ତି ତରଫରୁ ଦେଶବାସୀଙ୍କୁ ଆହ୍ବାନ

February 5, 2026

ଆଜି ଫେବୃୟାରୀ ୫ ତାରିଖ ଗୁରୁବାରରେ ଛଅଟି ରାଶିର ଲୋକଙ୍କୁ ମିଳିବ ମା’ ଲକ୍ଷ୍ମୀଙ୍କ ଆର୍ଶିବାଦ

February 5, 2026

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.