Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧୋନୀ ଏବଂ ରୋହିତଙ୍କ ଅଧିନାୟକତ୍ବ ଶୈଳୀ ଏକ ପ୍ରକାରର : ରାଇନା
ଆଜିର ଖବର

ଧୋନୀ ଏବଂ ରୋହିତଙ୍କ ଅଧିନାୟକତ୍ବ ଶୈଳୀ ଏକ ପ୍ରକାରର : ରାଇନା

May 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କ୍ୟାପ୍‌ଟେନ୍‌ କୁଲ୍‌ ଭାବରେ ପରିଚିତ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବଂ ରୋହିତ ଶର୍ମାଙ୍କ ଅଧିନାୟକତ୍ବକୁ ତୁଳନା କରିଛନ୍ତି ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍‌ ସୁରେଶ ରାଇନା । ଭାରତୀୟ ଦଳର ଉପ ଅଧିନାୟକ ରହିଥିବା ରୋହିତ ଶର୍ମାଙ୍କୁ ଧୋନୀଙ୍କର ବିକଳ୍ପ ଭାବରେ ତୁଳନା କରିଛନ୍ତି ରାଇନା । କ୍ୟାପ୍‌ଟେନ୍‌ କୁଲ୍‌ଙ୍କ ପରି ରୋହିତ ଅତ୍ୟନ୍ତ ଧୈର୍ଯ୍ୟର ସହିତ ପଡିଆରେ ନିଜର ଦାୟିତ୍ବ ନିର୍ବାହ କରିଥାନ୍ତି । ସେଥିପାଇଁ ରୋହିତ ଅନେକ ଟ୍ରଫି ନିଜ ନାମରେ କରିବାର ସକ୍ଷମ ହୋଇଛନ୍ତି । ରୋହିତଙ୍କ ଏହି ସବୁ ଗୁଣ ତାଙ୍କୁ ଧୋନୀଙ୍କ ଉତ୍ତରାଧିକାରୀ ଭାବରେ ପ୍ରତିଷ୍ଠିତ କରିଛି । ଧୋନୀ ସର୍ବଦା ସାଥୀ ଖେଳାଳି ଏବଂ ବିପକ୍ଷ ଦଳ ଠାରୁ ଦୁଇ ପାଦ ଆଗରେ ଚିନ୍ତା କରିଥାନ୍ତି । ଧୋନୀଙ୍କ ପରି ରୋହିତ ସର୍ବଦା ନିଜର ପ୍ରଦର୍ଶନ ଜରିଆରେ ଅନ୍ୟମାନଙ୍କ ପାଇଁ ଉଦାହରଣ ହୋଇଛନ୍ତି । (ଏଜେନ୍ସି)

dhoni raina rohit
Share. Facebook Twitter LinkedIn Email WhatsApp Copy Link

Related Posts

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026

ଇଡି ପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ: ଅଲ-ଫଲାହ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ଗିରଫ

February 5, 2026

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026

ଯାଜପୁର ନିକଟରେ ନିୟୁ ଜଲପାଇଗୁଡି ଏକ୍ସପ୍ରେସ ଲାଇନଚ୍ୟୁତ, କୌଣସି କ୍ଷତି ରିପୋର୍ଟ ନାହିଁ

February 5, 2026
Latest News

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026

ଖୋର୍ଦ୍ଧା ଓ ବାଣପୁର ସମେତ ୨୪ଟି ସ୍ଥାନର ନାମ ହେବ ସଂଶୋଧନ, ରାଜସ୍ବ ବିଭାଗରୁ ବାହାରିଲା ବିଜ୍ଞପ୍ତି

February 5, 2026

ଇଡି ପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ: ଅଲ-ଫଲାହ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ଗିରଫ

February 5, 2026

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026

ଯାଜପୁର ନିକଟରେ ନିୟୁ ଜଲପାଇଗୁଡି ଏକ୍ସପ୍ରେସ ଲାଇନଚ୍ୟୁତ, କୌଣସି କ୍ଷତି ରିପୋର୍ଟ ନାହିଁ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.