Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିରାଟ କୋହଲି ଓ ଅଭିନେତ୍ରୀ ତମନ୍ନାଙ୍କ ଗିରଫଦାରୀ ପାଇଁ ମାଦ୍ରାସା ହାଇକୋର୍ଟରେ ଯାଚିକା
ଆଜିର ଖବର

ବିରାଟ କୋହଲି ଓ ଅଭିନେତ୍ରୀ ତମନ୍ନାଙ୍କ ଗିରଫଦାରୀ ପାଇଁ ମାଦ୍ରାସା ହାଇକୋର୍ଟରେ ଯାଚିକା

July 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚେନ୍ନାଇ : ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ଗିରଫ କରିବା ଦାବିରେ ଏକ ଯାଚିକା ଦାୟର କରାଯାଇଛି । କେବଳ ବିରାଟ କୋହଲି ନୁହନ୍ତି ଅଭିନେତ୍ରୀ ତମନ୍ନାଙ୍କ ବିରୋଧରେ ମଧ୍ୟ ସମାନ ମାମଲା ରୁଜୁ କରାଯାଇଛି । ଅନ୍ଲାଇନ୍ ଗ୍ୟାମ୍ବଲିଂକୁ ପ୍ରୋତ୍ସାହନ ଦେଉଥିବା ଅଭିଯୋଗରେ ମାଦ୍ରାସା ହାଇକୋର୍ଟରେ  ଏହି ଯାଚିକା ଦାଖଲ କରାଯାଇଛି ।

ବିରାଟ ଏବଂ ତମନ୍ନାଙ୍କୁ କୋଟି କୋଟି ଯୁବପିଢି ଅନୁସରଣ କରନ୍ତି ତେଣୁ ଏପରି ପଦକ୍ଷେପ ସମାଜ ଉପରେ ଖରାପ ପ୍ରଭାବ ପକାଇବ ବୋଲି ଅଭିଯୋଗକାରୀ ଆଇନଜୀବୀ ନିଜ ପିଟିସନ୍‌ରେ  ଉଲ୍ଲେଖ କରିଛନ୍ତି ।  ଏହି ଯାଚିକାରେ ଗ୍ୟାମ୍ବଲିଂରେ ଜଣେ ଯୁବକ ସମସ୍ତ ପଇସା ହାରି ନ ଶୁଝିପାରି ପରେ ଆତ୍ମହତ୍ୟା କରିଥିବାର ଉଲ୍ଲେଖ ରହିଛି । ସେହିପରି ସମସ୍ତ ଅନ୍ଲାଇନ୍ ଗ୍ୟାମ୍ବଲିଂ ଆପ୍କୁ ତୁରନ୍ତ ବ୍ୟାନ୍ କରିବା ପାଇଁ ଆବେଦନକାରୀ ଦାବି କରିଛନ୍ତି । ଆସନ୍ତା ମଙ୍ଗଳବାର ଦିନ ଏହି ମାମଲାର ବିଚାର କରାଯିବ ବୋଲି ଜଣାପଡିଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

OERCର ନୂଆ ସଦସ୍ୟ ହେଲେ ସୁଧାଂଶୁ ବଡପଣ୍ଡା

June 5, 2026

ଆପଣଙ୍କ ଫୋନର ବ୍ୟାଟେରୀ ଶୀଘ୍ର ଶେଷ କରିପାରେ ଏହି ଭୁଲ!: ଜାଣିବା ଜରୁରୀ

June 5, 2026

ପୁଣି ଆଉ ଏକ ସ୍ଥାନରେ ଛୁରାମାଡ

June 5, 2026

ରକ୍ଷକ ସାଜିଲା ଭକ୍ଷକ!: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ପୋଲିସ କନେଷ୍ଟବଳ ଗିରଫ

June 5, 2026
Latest News

OERCର ନୂଆ ସଦସ୍ୟ ହେଲେ ସୁଧାଂଶୁ ବଡପଣ୍ଡା

June 5, 2026

ଆପଣଙ୍କ ଫୋନର ବ୍ୟାଟେରୀ ଶୀଘ୍ର ଶେଷ କରିପାରେ ଏହି ଭୁଲ!: ଜାଣିବା ଜରୁରୀ

June 5, 2026

ପୁଣି ଆଉ ଏକ ସ୍ଥାନରେ ଛୁରାମାଡ

June 5, 2026

ରକ୍ଷକ ସାଜିଲା ଭକ୍ଷକ!: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ପୋଲିସ କନେଷ୍ଟବଳ ଗିରଫ

June 5, 2026

ଟି-୨୦ ଦଳର କିଏ ହେବ ପରବର୍ତ୍ତୀ ଅଧିନାୟକ?: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବ ବିସିସିଆଇ ର ଏହି ନିଷ୍ପତ୍ତି

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.