Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇପିଏଲ୍‌ ପୂର୍ବରୁ ଲାଗିଲା ଝଟ୍‌କା : ରାଜସ୍ଥାନ ରୟାଲ୍ସର ଫିଲ୍ଡିଂ କୋଚଙ୍କୁ କରୋନା
ଆଜିର ଖବର

ଆଇପିଏଲ୍‌ ପୂର୍ବରୁ ଲାଗିଲା ଝଟ୍‌କା : ରାଜସ୍ଥାନ ରୟାଲ୍ସର ଫିଲ୍ଡିଂ କୋଚଙ୍କୁ କରୋନା

August 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜୟପୁର :  ଚଳିତ ଥର କରୋନା ଯୋଗୁଁ ଆଇପିଏଲ୍‌କୁ ସ୍ଥଗିତ ରଖାଯାଇଥିବାବେଳେ ସେପ୍ଟେମ୍ବର 10ରୁ ଏହା ୟୁଏଇରେ ଆରମ୍ଭ ହେବାକୁ ଯାଉଛି। ତେବେ ଆଇପିଏଲ୍‌ ଆରମ୍ଭ ପୂର୍ବରୁ କରୋନାର ଝଟ୍‌କା ଲାଗିଛି । ଆଇପିଏଲ୍ ଆରମ୍ଭ ହେବା ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି ରାଜସ୍ଥାନ ରୟାଲ୍ସର ଫିଲ୍ଡିଂ କୋଚ୍ ଦିଶାନ୍ତ ୟାଗ୍ନିକ । ବୁଧବାର ୟାଗ୍ନିକଙ୍କ ରିପୋର୍ଟ ପଜିଟିଭ୍ ଆସିଛି । ରାଜସ୍ଥାନ ଟିମ୍ ଅଭ୍ୟାସ ପାଇଁ ମୁମ୍ବାଇରେ ଏକତ୍ରିତ ହୋଇଥିବା ବେଳେ ଆସନ୍ତା ସପ୍ତାହରେ ଦଳ ୟୁଏଇ ନିମନ୍ତେ ଯାତ୍ରା କରିବ । ରାଜସ୍ଥାନର ୱିକେଟ କିପର ବ୍ୟାଟ୍ସମ୍ୟାନ୍ ଦିଶାନ୍ତ ପୂର୍ବରୁ ରୟାଲ୍ସ ପାଇଁ ଖେଳି ସାରିଛନ୍ତି । ଦିଶାନ୍ତ ଟ୍ୱିଟ୍ଟର ଜରିଆରେ ଏହି ସୂଚନା ଦେଇଥିବା ବେଳେ ବିଗତ 10 ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ ଆଇସୋଲେସନରେ ରହି ଡାକ୍ତରୀ ପରୀକ୍ଷଣ କରାଇବା ପାଇଁ ଅନୁରୋଧ କରିଛନ୍ତି ।

ବିସିସିଆଇର ନିୟମ ଅନୁଯାୟୀ ସମସ୍ତ ଖେଳାଳି ଏବଂ ଅଫିସିଆଲ୍ ଦୁଇ ଥର ଲେଖାଏଁ କୋଭିଡ୍ ଟେଷ୍ଟ କରାଇବେ । ଦୁଇଥର ରିପୋର୍ଟ ନେଗେଟିଭ୍ ଆସିଥିବା ବେଳେ ବୁଧବାରର ରିପୋର୍ଟ ପଜିଟିଭ୍ ଆସିଥିଲା । ସେହିପରି ଅନ୍ୟୁନ 6 ଦିନ ଆଇସୋଲେସନ୍ ଏବଂ ତିନୋଟି ରିପୋର୍ଟ ନେଗେଟିଭ୍ ଆସିବା ପରେ ଦିଶାନ୍ତ ରାଜସ୍ଥାନ ଟିମ୍ ସହିତ ଯୋଗ ଦେଇ ପାରିବେ ବୋଲି ରାଜସ୍ଥାନ ମ୍ୟାନେଜମେଣ୍ଟ ପକ୍ଷରୁ କୁହାଯାଇଛି । ସେହିପରି ଦିଶାନ୍ତ ବର୍ତ୍ତମାନ ଉଦୟପୁରରେ ରହିଥିବା ବେଳେ 14ଦିନିଆ କ୍ୱାରେଣ୍ଟାଇନ୍ ଅବଧି ପୂରା କରିବା ପରେ ରାଜସ୍ଥାନ ଦଳ ସହିତ ଯୋଗ ଦେବେ ବୋଲି ଜଣାପଡିଛି । (ଏଜେନ୍ସି)

ipl
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.