Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚେନ୍ନାଇ ସୁପରକିଙ୍ଗସ୍‌ରେ ଜଣେ ଖେଳାଳୀଙ୍କ ସମେତ 13ଜଣଙ୍କୁ କରୋନା
ଆଜିର ଖବର

ଚେନ୍ନାଇ ସୁପରକିଙ୍ଗସ୍‌ରେ ଜଣେ ଖେଳାଳୀଙ୍କ ସମେତ 13ଜଣଙ୍କୁ କରୋନା

August 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ୟୁଏଇ : ଆଇପିଏଲ୍‌ ଖେଳିବାକୁ ୟୁଏଇ ଯାଇଥିବା ମହେନ୍ଦ୍ର ସିଂହ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗସ୍‌ଙ୍କୁ ଝଟ୍‌କା ଲାଗିଛି । ଚେନ୍ନାଇ ସୁପରକିଙ୍ଗସ୍‌ର ଜଣେ ଖେଳାଳୀଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଏହି ଦଳର 12ଜଣ ସର୍ପୋର୍ଟ ଷ୍ଟାଫ୍‌ ମଧ୍ୟ କରୋନାରେ ସଂକ୍ରମିତ ହୋଇଥିବାର ସୂଚନା ରହିଛି । କରୋନା ମାମଲା ଆସିବା ପରେ ଏହି ଟିମ୍‌କୁ ଆଉ ଏକ ସପ୍ତାହ ପାଇଁ କ୍ବାରେଣ୍ଟାଇନ୍‌ ଅବଧିକୁ ବଢାଯାଇଛି । ତେବେ ଏହି ଦଳର ଜଣେ ଦ୍ରୁତ ବୋଲର କରୋନାରେ ଆକ୍ରାନ୍ତ ହୋଇଥିବାର ସୂଚନା ରହିଛି ।

ୟୁଏଇରେ ଏହି ଟିମ୍‌ ଛଅ ଦିନ ପାଇଁ କ୍ବାରେଣ୍ଟାଇନ୍‌ରେ ରହିଥିଲେ । ତେବେ କ୍ବାରେଣ୍ଟାଇନ୍‌ ସମୟ ସୀମା ଶେଷ ହେବା ପରେ କରୋନା ମାମଲା ସାମ୍ନାକୁ ଆସିବା ପରେ ଏବେ ଏହି ଟିମ୍‌ର ଖେଳାଳୀ ଆଉ ଅଧିକ ସପ୍ତାହେ କ୍ବାରେଣ୍ଟାଇନ୍‌ରେ ରହିବେ ବୋଲି ସୂଚନା ରହିଛି । ସମସ୍ତ ଖେଳାଳୀଙ୍କ ଚତୁର୍ଥ ଥର ପାଇଁ କରୋନା ଯାଞ୍ଚ କରାଯିବ । ଆଇପିଏଲ୍‌ ପାଇଁ ବିସିସିଆଇ ପକ୍ଷରୁ ଖେଳାଳିଙ୍କ ପାଇଁ ସ୍ବତନ୍ତ୍ର ଏସ୍‌ଓପି ଲାଗୁ କରାଯାଇଛି ।

ସୂଚନାଯୋଗ୍ୟ, ଚଳିତଥର ଆଇପିଏଲ୍‌ ସେପ୍ଟେମ୍ବର 19ରୁ ନଭେମ୍ବର 10 ମଧ୍ୟରେ ଆୟୋଜିତ ହେବ । ଏଥିପାଇଁ ସମସ୍ତ ଦଳ ୟୁଏଇରେ ପହଞ୍ଚିଥିବାବେଳେ ଚେନ୍ନାଇ ସୁପରକିଙ୍ଗସ୍‌ର ସମସ୍ତ ଖେଳାଳୀଙ୍କୁ ଛାଡି ଅନ୍ୟ ସମସ୍ତ ଖେଳାଳୀ ଏବେ ଅଭ୍ୟାସ କରୁଛନ୍ତି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026

ଖେଲୋ ଇଣ୍ଡିଆ ଆଦିବାସୀ ପ୍ରତିଯୋଗିତାରେ ସଫଳତା ପାଇଁ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଲେ ରାଜ୍ୟପାଳ

March 29, 2026

ଭୁବନେଶ୍ୱରରେ ନୂତନ ‘ସ୍କୋଡା କୁଶାକ୍’ର ସ୍ୱତନ୍ତ୍ର ପ୍ରଦର୍ଶନ

March 29, 2026
Latest News

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026

ଖେଲୋ ଇଣ୍ଡିଆ ଆଦିବାସୀ ପ୍ରତିଯୋଗିତାରେ ସଫଳତା ପାଇଁ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଲେ ରାଜ୍ୟପାଳ

March 29, 2026

ଭୁବନେଶ୍ୱରରେ ନୂତନ ‘ସ୍କୋଡା କୁଶାକ୍’ର ସ୍ୱତନ୍ତ୍ର ପ୍ରଦର୍ଶନ

March 29, 2026

ପାଟଣାଗଡ଼ଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.