Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇପିଏଲରୁ ଓହରିଲେ ରାଇନା : ଭାରତ ଫେରି ଆସିଲେ
ଆଜିର ଖବର

ଆଇପିଏଲରୁ ଓହରିଲେ ରାଇନା : ଭାରତ ଫେରି ଆସିଲେ

August 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁରେଶ ରାଇନା
ସୁରେଶ ରାଇନା ଏବଂ ଶିଖର ଧାୱନଙ୍କ ବିରୋଧରେ ED ର କାର୍ଯ୍ୟାନୁଷ୍ଠାନ: 11 କୋଟି ମୂଲ୍ୟର ସମ୍ପତ୍ତି ଜବତ

ଦୁବାଇ : ଚେନ୍ନାଇ ସୁପର କିଙ୍ଗସକୁ ଶକ୍ତ ଧକ୍କା । ଆଇପିଏଲରୁ ଓହରିଛନ୍ତି ବ୍ୟାଟ୍ସମ୍ୟାନ ସୁରେଶ ରାଇନା । ବ୍ୟକ୍ତିଗତ କାରଣରୁ ରାଇନା ଭାରତ ଫେରି ଆସିଥିବା ଜଣାପଡିଛି । ଚେନ୍ନାଇ ସୁପର କିଙ୍ଗ୍ସ ପକ୍ଷରୁ ଏହାର ସିଇଓ କେ.ଭି . ବିଶ୍ବନାଥନ୍‌ ଟୁଇଟ୍‌ କରି ସୂଚନା ଦେଇଛନ୍ତି । ଆଇପିଏଲର ଚଳିତ ସଂସ୍କରଣରେ ସିଏସକେର ଅଡୁଆ ବଢିବାରେ ଲାଗିଛି । ଗତକାଲି ଦଳର ଜଣେ ଦ୍ରୁତ ବୋଲରଙ୍କ ସମେତ 12 ଜଣ ସପୋର୍ଟ ଷ୍ଟାଫ କରୋନା ପଜିଟିଭ ବାହାରିବା ପରେ ରାଇନାଙ୍କ ବାଦ ପଡିବା ଦଳକୁ ଦୁର୍ବଳ କରିଛି । ସିଏସକେ ଟିମରେ ଧୋନୀଙ୍କ ପରେ ଦ୍ୱିତୀୟ ଲୋକପ୍ରିୟ ଖେଳାଳି ରାଇନାଙ୍କୁ ଚିନ୍ନା ଥାଲା ଭାବରେ ସମ୍ବୋଧିତ କରାଯାଇଥାଏ ।

ସୂଚନାଯୋଗ୍ୟ, ଚଳିତ ମାସ 15 ତାରିଖରେ ଧୋନୀଙ୍କ ସହ ସୁରେଶ ରାଇନା ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିଲେ । (ଏଜେନ୍ସି)

ipl
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୭୮.୬୮ ପ୍ରତିଶତ

April 29, 2026

ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ

April 29, 2026

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026
Latest News

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୭୮.୬୮ ପ୍ରତିଶତ

April 29, 2026

ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ

April 29, 2026

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.