Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ୟୁଏସ ଓପନ 2020 : ଡୋମିନିକ ଥିମଙ୍କୁ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ
ଆଜିର ଖବର

ୟୁଏସ ଓପନ 2020 : ଡୋମିନିକ ଥିମଙ୍କୁ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ

September 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ଭୟ ମଧ୍ୟରେ ଶେଷ ହୋଇଛି ୟୁଏସ ଓପନ 2020 । ଏହି ଟୁର୍ଣ୍ଣାମେଣ୍ଟରେ ପ୍ରଥମ ଥର ପାଇଁ ଗ୍ରାଣ୍ଡସ୍ଲାମ୍‌ ବିଜୟୀ ହେବାର ସୌଭାଗ୍ୟ ହାସଲ କରିଛନ୍ତି ଅଷ୍ଟ୍ରେଲିଆର ଡୋମିନିକ ଥିମ । ଥିମ ଫାଇନାଲରେ ଋଷିଆର ଆଲେକଜାଣ୍ଡାର ଜେଭ୍ରେଭଙ୍କୁ ପରାସ୍ତ କରିବା ସହିତ ଟାଇଟଲ ହାସଲ କରିଛନ୍ତି । ବଡ ଖେଳାଳିଙ୍କ ଅନୁପସ୍ଥିତିରେ ଜେଭ୍ରେଭ ପ୍ରଥମ ଥର ପାଇଁ କୌଣସି ଗ୍ରାଣ୍ଡସ୍ଲାମ ଫାଇନାଲରେ ପ୍ରବେଶ କରିଥିବା ବେଳେ ଥିମଙ୍କର ଏହା ଚତୁର୍ଥ ଗ୍ରାଣ୍ଡସ୍ଲାମ ଫାଇନାଲ । ଫାଇନାଲରେ ଥିମ 2-6, 4-6, 6-4, 6-3 ଏବଂ 7-6(6) ସେଟରେ ଜେଭ୍ରେଭଙ୍କୁ ପରାସ୍ତ କରିଥିଲେ । ପ୍ରଥମ ଦୁଇ ସେଟରେ ହାରିବା ପରେ ଥିମ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିଥିଲେ । ପରବର୍ତ୍ତୀ ଦୁଇ ସେଟରେ ବିଜୟୀ ହେବା ସହିତ ନିର୍ଣ୍ଣାୟକ ସେଟରେ ଟାଇବ୍ରେକରରେ ବିଜୟୀ ହୋଇଥିଲେ । ଥିମ ପ୍ରଥମ ଥର ପାଇଁ ୟୁଏସ ଓପନ ଟାଇଟଲ ବିଜୟୀ ହୋଇଛନ୍ତି ।

71 ବର୍ଷରେ ପ୍ରଥମଥର ପାଇଁ ଆମେରିକା ଓପନ୍‌ ଫାଇନାଲ୍‌ରେ ଦୁଇ ସେଟ୍‌ ହରାଇବା ପରେ କୌଣସି ଏକ ଖେଳାଳୀ ବିଜୟୀ ହୋଇଛନ୍ତି । ଏହା ପୂର୍ବରୁ 1949 ମସିହାରେ ଆମେରିକାର ପଞ୍ଚାେ ଗୋଞ୍ଜାଲିସ୍‌ ଫାଇନାଲ୍‌ରେ ଦୁଇ ସେଟ୍‌ ହାରିବା ପରେ ବି ଚାମ୍ପିଆନ୍‌ ହୋଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଗୋଟିଏ ଦିନରେ କେତେ ହ୍ରାସ?

March 30, 2026

ISI ନିର୍ଦ୍ଦେଶରେ ଭାରତ ବିରୁଦ୍ଧରେ ଷଡ଼ଯନ୍ତ୍ର!: ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଗିରଫ

March 30, 2026

ବାଣପୁର ଓକିଲ ସଂଘ ନିର୍ବାଚନ: ନିର୍ବାଚନ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ପରାଜିତ ପ୍ରାର୍ଥୀ

March 30, 2026

ବିଦେଶ ମାଟିରେ ଓଡିଆ କ୍ଷୁଦ୍ର ଚଳଚିତ୍ର ପୁରସ୍କୃତ, ଦିଲ୍ଲୀପ ହାଲି ଶ୍ରେଷ୍ଠ ପ୍ରଯୋଜକ

March 30, 2026
Latest News

ଆଜି କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଗୋଟିଏ ଦିନରେ କେତେ ହ୍ରାସ?

March 30, 2026

ISI ନିର୍ଦ୍ଦେଶରେ ଭାରତ ବିରୁଦ୍ଧରେ ଷଡ଼ଯନ୍ତ୍ର!: ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଗିରଫ

March 30, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ବିବାଦୀୟ ବିବୃତ୍ତି ମାମଲା: କଂଗ୍ରେସ ନେତାଙ୍କୁ ହାଇକୋର୍ଟଙ୍କ ଆଶ୍ୱସ୍ତି

March 30, 2026

ଓଡିଶାରେ ଯୁଦ୍ଧର ପ୍ରଭାବ, ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଡାକିଲେ ଜିଲ୍ଲାପାଳମାନଙ୍କ ବୈଠକ

March 30, 2026

ବାଣପୁର ଓକିଲ ସଂଘ ନିର୍ବାଚନ: ନିର୍ବାଚନ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ପରାଜିତ ପ୍ରାର୍ଥୀ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.