Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ୟୁଏସ ଓପନ 2020 : ଡୋମିନିକ ଥିମଙ୍କୁ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ
ଆଜିର ଖବର

ୟୁଏସ ଓପନ 2020 : ଡୋମିନିକ ଥିମଙ୍କୁ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ

September 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ଭୟ ମଧ୍ୟରେ ଶେଷ ହୋଇଛି ୟୁଏସ ଓପନ 2020 । ଏହି ଟୁର୍ଣ୍ଣାମେଣ୍ଟରେ ପ୍ରଥମ ଥର ପାଇଁ ଗ୍ରାଣ୍ଡସ୍ଲାମ୍‌ ବିଜୟୀ ହେବାର ସୌଭାଗ୍ୟ ହାସଲ କରିଛନ୍ତି ଅଷ୍ଟ୍ରେଲିଆର ଡୋମିନିକ ଥିମ । ଥିମ ଫାଇନାଲରେ ଋଷିଆର ଆଲେକଜାଣ୍ଡାର ଜେଭ୍ରେଭଙ୍କୁ ପରାସ୍ତ କରିବା ସହିତ ଟାଇଟଲ ହାସଲ କରିଛନ୍ତି । ବଡ ଖେଳାଳିଙ୍କ ଅନୁପସ୍ଥିତିରେ ଜେଭ୍ରେଭ ପ୍ରଥମ ଥର ପାଇଁ କୌଣସି ଗ୍ରାଣ୍ଡସ୍ଲାମ ଫାଇନାଲରେ ପ୍ରବେଶ କରିଥିବା ବେଳେ ଥିମଙ୍କର ଏହା ଚତୁର୍ଥ ଗ୍ରାଣ୍ଡସ୍ଲାମ ଫାଇନାଲ । ଫାଇନାଲରେ ଥିମ 2-6, 4-6, 6-4, 6-3 ଏବଂ 7-6(6) ସେଟରେ ଜେଭ୍ରେଭଙ୍କୁ ପରାସ୍ତ କରିଥିଲେ । ପ୍ରଥମ ଦୁଇ ସେଟରେ ହାରିବା ପରେ ଥିମ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିଥିଲେ । ପରବର୍ତ୍ତୀ ଦୁଇ ସେଟରେ ବିଜୟୀ ହେବା ସହିତ ନିର୍ଣ୍ଣାୟକ ସେଟରେ ଟାଇବ୍ରେକରରେ ବିଜୟୀ ହୋଇଥିଲେ । ଥିମ ପ୍ରଥମ ଥର ପାଇଁ ୟୁଏସ ଓପନ ଟାଇଟଲ ବିଜୟୀ ହୋଇଛନ୍ତି ।

71 ବର୍ଷରେ ପ୍ରଥମଥର ପାଇଁ ଆମେରିକା ଓପନ୍‌ ଫାଇନାଲ୍‌ରେ ଦୁଇ ସେଟ୍‌ ହରାଇବା ପରେ କୌଣସି ଏକ ଖେଳାଳୀ ବିଜୟୀ ହୋଇଛନ୍ତି । ଏହା ପୂର୍ବରୁ 1949 ମସିହାରେ ଆମେରିକାର ପଞ୍ଚାେ ଗୋଞ୍ଜାଲିସ୍‌ ଫାଇନାଲ୍‌ରେ ଦୁଇ ସେଟ୍‌ ହାରିବା ପରେ ବି ଚାମ୍ପିଆନ୍‌ ହୋଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଦକ୍ଷିଣ ଆଫ୍ରିକାର ଐତିହାସିକ ବିଜୟ: ଅଷ୍ଟ୍ରେଲିଆକୁ ୧୭୬ ରନରେ ହରାଇ ହେଲା ନମ୍ବର-୧

October 31, 2026

ED ର ବଡ଼ କାର୍ଯ୍ୟାନୁଷ୍ଠାନ: ଜେଲରୁ ମୁକୁଳିବା ମାତ୍ରେ ପୁଣି ଗିରଫ ହେଲେ ଆଜମ ଖାନ

October 31, 2026

ଋଷିକୁଲ୍ୟା ବନ୍ୟା ସ୍ଥିତି ସମୀକ୍ଷା: ବନ୍ଧ ପୁନରୁଦ୍ଧାର ପାଇଁ ସଚିବଙ୍କ ନିର୍ଦ୍ଦେଶ

October 31, 2026

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆସନ୍ତାକାଲି ବାତ୍ୟାର ରୂପ ନେବାର ସମ୍ଭାବନା

October 31, 2026
Latest News

ଦକ୍ଷିଣ ଆଫ୍ରିକାର ଐତିହାସିକ ବିଜୟ: ଅଷ୍ଟ୍ରେଲିଆକୁ ୧୭୬ ରନରେ ହରାଇ ହେଲା ନମ୍ବର-୧

October 31, 2026

ଏକତରଫା ପ୍ରେମର କରୁଣ ପରିଣତି: ଘର ଭିତରୁ କଲେଜ୍ ଛାତ୍ରୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

October 31, 2026

ଲୌହ ମାନବଙ୍କ ୫୬୦ ରାଜ୍ୟକୁ ଏକ କଲେ, ଆମେ ସମୃଦ୍ଧ ଓଡ଼ିଶା ଗଢିବା: ଏକତା ଦିବସରେ ମୁଖ୍ୟମନ୍ତ୍ରୀ

October 31, 2026

ED ର ବଡ଼ କାର୍ଯ୍ୟାନୁଷ୍ଠାନ: ଜେଲରୁ ମୁକୁଳିବା ମାତ୍ରେ ପୁଣି ଗିରଫ ହେଲେ ଆଜମ ଖାନ

October 31, 2026

ଋଷିକୁଲ୍ୟା ବନ୍ୟା ସ୍ଥିତି ସମୀକ୍ଷା: ବନ୍ଧ ପୁନରୁଦ୍ଧାର ପାଇଁ ସଚିବଙ୍କ ନିର୍ଦ୍ଦେଶ

October 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.