Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜନ୍ମଦିନରେ ଫ୍ୟାନ୍ସଙ୍କୁ ଗିଫ୍ଟ ଦେଲେ ଇର୍ଫାନ୍‌ : ରିଲିଜ୍‌ ହେଲା କୋବ୍ରାର ଫାଷ୍ଟଲୁକ୍‌
ଆଜିର ଖବର

ଜନ୍ମଦିନରେ ଫ୍ୟାନ୍ସଙ୍କୁ ଗିଫ୍ଟ ଦେଲେ ଇର୍ଫାନ୍‌ : ରିଲିଜ୍‌ ହେଲା କୋବ୍ରାର ଫାଷ୍ଟଲୁକ୍‌

October 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚେନ୍ନାଇ : ପୂର୍ବତନ ଭାରତୀୟ ଫାଷ୍ଟ ବୋଲର ଇର୍ଫାନ ପଠାନ ସିଲଭର ସ୍କ୍ରିନରେ ନିଜର ଦ୍ୱିତୀୟ ଇନିଂସ ଆରମ୍ଭ କରିଛନ୍ତି । ତାମିଲ ଫିଲ୍ମ କୋବ୍ରା ଜରିଆରେ ଇର୍ଫାନ ପଦାର୍ପଣ କରିବାକୁ ଯାଉଥିବା ବେଳେ ଗତକାଲି ଇର୍ଫାନଙ୍କ ଜନ୍ମଦିନରେ ଫିଲ୍ମର ଫାଷ୍ଟଲୁକ ରିଲିଜ କରିଛନ୍ତି ନିଦେ୍ର୍ଧଶକ ଅଜୟ ଗନମୁଥୁ । ଏହି ଫିଲ୍ମରେ ଚିୟାନ ବିକ୍ରମ ମୁଖ୍ୟ ଭୂମିକାରେ ରହିଥିବା ବେଳେ ଇର୍ଫାନ ଜଣେ ଫ୍ରେଞ୍ଚ ଇଣ୍ଟରପୋଲ ଅଧିକାରୀ ଭୂମିକାରେ ନଜର ଆସିଛନ୍ତି । ଇର୍ଫାନଙ୍କ ଚରିତ୍ରର ନାମ ଅସଲନ ଇଲମା ରହିଥିବା ବେଳେ ପୋଲିସ ୟୁନିଫର୍ମରେ ନଜର ଆସିଛନ୍ତି ଇର୍ଫାନ । ଫାଷ୍ଟଲୁକ ଲଞ୍ଚ କରିବା ସହିତ ଇର୍ଫାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଇର୍ଫାନ । ପୂର୍ବରୁ କ୍ରିକେଟର ଭାବରେ ଟିନୁ ୟୋହନାନ, ଅଜୟ ଜାଡେଜା ଏବଂ  ଏସ. ଶ୍ରୀସନ୍ଥ ମଧ୍ୟ ରୂପେଲି ପରଦାରେ ନଜର ଆସିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ନୋଏଡାରେ ଭୟାବହ ଅଗ୍ନିକାଣ୍ଡ, ଦୁଇଟି ସ୍ଥାନରେ ଲାଗିଲା ନିଆଁ

June 5, 2026

ଚିକିତ୍ସା ଅବହେଳା ନା ଦୁର୍ଭାଗ୍ୟ ? ଆମ୍ବୁଲାନ୍ସ ଅପେକ୍ଷାରେ ଚାଲିଗଲା ଜୀବନ

June 5, 2026

ତାମିଲନାଡୁ ବିଜେପିରେ ବଡ଼ ପରିବର୍ତ୍ତନ: କେ. ଅନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ

June 5, 2026

OERCର ନୂଆ ସଦସ୍ୟ ହେଲେ ସୁଧାଂଶୁ ବଡପଣ୍ଡା

June 5, 2026
Latest News

ଉଚ୍ଚ ଯୋଗ୍ୟତା ଲୁଚାଇ ଚାକିରି ପାଇବା ଅନ୍ୟାୟ: ସୁପ୍ରିମକୋର୍ଟ

June 5, 2026

ଚିଲିକା ମୁହାଣ ଖନନ ପାଇଁ ବିଶ୍ୱ ବ୍ୟାଙ୍କ ପ୍ରଦତ୍ତ ୧୨୫ କୋଟି ଟଙ୍କା କୁଆଡେ ଗଲା : ପ୍ରସାଦ ହରିଚନ୍ଦନ

June 5, 2026

ନୋଏଡାରେ ଭୟାବହ ଅଗ୍ନିକାଣ୍ଡ, ଦୁଇଟି ସ୍ଥାନରେ ଲାଗିଲା ନିଆଁ

June 5, 2026

ଚିକିତ୍ସା ଅବହେଳା ନା ଦୁର୍ଭାଗ୍ୟ ? ଆମ୍ବୁଲାନ୍ସ ଅପେକ୍ଷାରେ ଚାଲିଗଲା ଜୀବନ

June 5, 2026

ତାମିଲନାଡୁ ବିଜେପିରେ ବଡ଼ ପରିବର୍ତ୍ତନ: କେ. ଅନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.