Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ବିରାଟ କୋହଲିଙ୍କର ଜନ୍ମଦିନ, ଜାଣନ୍ତୁ କେତେ ବର୍ଷ ବୟସରେ କଲେ ପଦାର୍ପଣ
ଆଜିର ଖବର

ଆଜି ବିରାଟ କୋହଲିଙ୍କର ଜନ୍ମଦିନ, ଜାଣନ୍ତୁ କେତେ ବର୍ଷ ବୟସରେ କଲେ ପଦାର୍ପଣ

November 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ବିରାଟ କୋହଲିଙ୍କର ଜନ୍ମଦିନ, ଜାଣନ୍ତୁ କେତେ ବର୍ଷ ବୟସରେ କଲେ ପଦାର୍ପଣ

ନୂଆଦିଲ୍ଲୀ, ଆଜି ହେଉଛି ବିରାଟ କୋହଲିଙ୍କର 32 ତମ ଜନ୍ମଦିନ। କୋହଲି 5 ନଭେମ୍ବର 1988 ରେ ଜନ୍ମ ହୋଇଥିଲେ। ମୁଖ୍ୟତଃ ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ କୋହିଲି କ୍ରିକେଟ୍ ଜଗତରେ ବେଶ୍ ଜଣାଶୁଣା। ଟେଷ୍ଟ କ୍ରିକେଟ୍ ହେଉ କିମ୍ବା ଦିନିକିଆ କିମ୍ବା ଟି20, ଏହି ତିନୋଟି ଫର୍ମାଟରେ କୋହଲି ପୁରା ଫିଟ। କ୍ରିକେଟ୍ ର ଯେ କୌଣସି ଭାଗ ବିଷୟରେ ଆଲୋଚନା କର କୋହଲିଙ୍କ ରେକର୍ଡ ସେଠାରେ ନିଶ୍ଚିତ ମିଳିବ।

ଏପର୍ଯ୍ୟନ୍ତ ଖେଳାଯାଇଥିବା 86 ଟି ଟେଷ୍ଟରେ କୋହଲି ହାରାହାରି 53.62 ରେ 7240 ରନ୍ ସଂଗ୍ରହ କରିଥିବାବେଳେ 248 ଟି ODI ରେ ସେ ହାରାହାରି 59.33 ଏବଂ 1197 ରନ୍ ସଂଗ୍ରହ କରି 82 ଟି ଟି-20 ରେ ହାରାହାରି 50.80 ରନ୍ କରିଛନ୍ତି। କୋହଲି ଏକମାତ୍ର ବ୍ୟାଟ୍ସମ୍ୟାନ୍ ଯିଏ ଟେଷ୍ଟ କ୍ରିକେଟ୍ ଇତିହାସରେ ଲଗାତାର ଚାରି ସିରିଜରେ ଚାରି ଡବଲ୍ ଶତକ ହାସଲ କରିଛନ୍ତି। 2016 ଏବଂ 2017 ମଧ୍ୟରେ 4 ଟି ଟେଷ୍ଟ ସିରିଜ୍ ସମୟରେ ସେ ଏହି ରେକର୍ଡ କରିଥିଲେ। ଏହାପୂର୍ବରୁ ସାର୍ ଡନ୍ ବ୍ରାଡମ୍ୟାନ୍ (1930–32) ଏବଂ ରାହୁଲ ଦ୍ରାବିଡ (2003-04) ତିନିଟି ସିରିଜରେ ଏହି ରେକର୍ଡ କରିଥିଲେ।

ବିରାଟ କୋହଲି
Share. Facebook Twitter LinkedIn Email WhatsApp Copy Link

Related Posts

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026
Latest News

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.