Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଷ୍ଟ୍ରେଲିଆ ଗସ୍ତ ପାଇଁ ଟେଷ୍ଟ ଦଳରେ ସାମିଲ ହେଲେ ରୋହିତ ଶର୍ମା
ଆଜିର ଖବର

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଟେଷ୍ଟ ଦଳରେ ସାମିଲ ହେଲେ ରୋହିତ ଶର୍ମା

November 9, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ନିମନ୍ତେ ଘୋଷଣା କରାଯାଇଥିବା ଟିମରେ ଆଜି ଏକାଧିକ ପରିବର୍ତ୍ତନ କରାଯାଇଛି। ଭାରତୀୟ ଉପ ଅଧିନାୟକ ରୋହିତ ଶର୍ମା ଟେଷ୍ଟ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ତେବେ ଉଭୟ ଟି-୨୦ଏବଂ ଦିନିକିଆ ପାଇଁ ରୋହିତଙ୍କୁ ବିଶ୍ରାମ ଦିଆଯାଇଛି। ଡିସେମ୍ବର ୧୭ରେ ଭାରତୀୟ ଦଳ ପ୍ରଥମ ଟେଷ୍ଟ ମ୍ୟାଚ ଖେଳିବ। ପ୍ରଥମ ଥର ପାଇଁ ପିତୃତ୍ୱ ଲାଭ କରିବାକୁ ଯାଉଥିବା ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ କୋହଲିଙ୍କୁ ବିସିସିଆଇ ପକ୍ଷରୁ ଛୁଟି ଦିଆଯାଇଛି। ତେବେ ସେ ପ୍ରଥମ ଟେଷ୍ଟ ପରେ ଘରକୁ ଫେରି ଆସିବେ। ସେହିପରି ସଞ୍ଜୁ ସାମସନଙ୍କୁ ଦିନିକିଆ ଦଳରେ ବିକଳ୍ପ ୱିକେଟ କିପର୍‌ ଭାବରେ ସାମିଲ କରାଯାଇଛି। ସେହିପରି ପ୍ରଥମ ଥର ପାଇଁ ଦଳରେ ସାମିଲ ହୋଇଥିବା ବରୁଣ ଚକ୍ରବର୍ତ୍ତୀଙ୍କୁ ଦଳରୁ ବାଦ ଦିଆଯାଇଛି। ବରୁଣ ଚକ୍ରବର୍ତ୍ତୀ ଆହତ ହେବା ପରେ ତାଙ୍କ ବଦଳରେ ଦଳରେ ସ୍ଥାନ ପାଇଛନ୍ତି ଟି. ନଟରାଜନ୍‌।

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଟିମ୍ ଇଣ୍ଡିଆର ନୂଆ ଦଳ

ଟି-୨୦ ଦଳ: ବିରାଟ କୋହଲି (ଅଧିନାୟକ), ଶିଖର ଧାୱନ, ମୟଙ୍କ ଅଗ୍ରୱାଲ, କେ.ଏଲ୍ ରାହୁଲ (ଉପଅଧିନାୟକ ଏବଂ ୱିକେଟ୍ କିପର), ଶ୍ରେୟସ୍ ଆୟର, ମନୀଷ ପାଣ୍ଡେ, ହାର୍ଦ୍ଦିକ ପାଣ୍ଡ୍ୟା, ସଞ୍ଜୁ ସାମସନ୍ (ୱିକେଟ୍ କିପର), ରବୀନ୍ଦ୍ର ଜାଡେଜା, ୱାଶିଂଟନ୍ ସୁନ୍ଦର, ୟୁଜବେନ୍ଦ୍ର ଚହଲ, ଜଶପ୍ରୀତ ବୁମରା, ମୋହମ୍ମଦ ଶାମି, ନବଦୀପ ସାଇନି, ଦୀପକ ଚହର, ଟି ନଟରାଜନ୍।

ଦିନିକିଆ ଦଳ: ବିରାଟ କୋହଲି (ଅଧିନାୟକ), ଶିଖର ଧାୱନ, ଶୁଭମାନ ଗିଲ, କେ.ଏଲ୍ ରାହୁଲ (ଉପଅଧିନାୟକ ଏବଂ ୱିକେଟ୍ କିପର), ଶ୍ରେୟସ୍ ଆୟର, ମନୀଷ ପାଣ୍ଡେ, ହାର୍ଦ୍ଦିକ ପାଣ୍ଡ୍ୟା, ମୟଙ୍କ ଅଗ୍ରୱାଲ, ରବୀନ୍ଦ୍ର ଜାଡେଜା, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ଜଶପ୍ରୀତ ବୁମରା, ମୋହମ୍ମଦ ଶାମି, ନବଦୀପ ସାଇନି, ସାର୍ଦ୍ଦୁଲ ଠାକୁର, ସଞ୍ଜୁ ସାମସନ (ୱିକେଟ୍ କିପର)।

ଟେଷ୍ଟ ଦଳ: ବିରାଟ କୋହଲି (ଅଧିନାୟକ), ରୋହିତ ଶର୍ମା, ମୟଙ୍କ ଅଗ୍ରୱାଲ, ପୃଥ୍ୱୀ ସ, କେ.ଏଲ୍ ରାହୁଲ, ଚିତେଶ୍ୱର ପୂଜାରା, ଅଜିଙ୍କ୍ୟ ରାହାନେ (ଉପ-ଅଧିନାୟକ), ହନୁମା ବିହାରୀ, ଶୁଭମାନ ଗିଲ, ରିଦ୍ଧିମାନ ସାହା (ୱିକେଟ୍ କିପର), ରିଷଭ ପନ୍ତ (ୱିକେଟ୍ କିପର), ଜଶପ୍ରୀତ ବୁମ୍ରା, ମହମ୍ମଦ ଶାମି, ଉମେଶ ଯାଦବ, ନବଦୀପ ସାଇନି, କୁଲଦୀପ ଯାଦବ, ରବୀନ୍ଦ୍ର ଜାଡେଜା, ଆର ଅଶ୍ୱିନ, ମହମ୍ମଦ ସିରାଜ।

Rohit Sharma
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଆଜି ବିଶ୍ୱର ଅନ୍ୟତମ ଆର୍ଥିକ ମହାଶକ୍ତିରେ ପରିଣତ ହୋଇଛି: ଭଦ୍ରକ ସାଂସଦ

June 17, 2026

ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ମାମଲା: ସରକାରଙ୍କ ଆଦେଶ ବିରୁଦ୍ଧରେ କୋର୍ଟ ପହଞ୍ଚିଲା କମ୍ପାନୀ

June 17, 2026

ଝୁଲନ୍ତା ଅବସ୍ଥାରେ ମିଳିଲା ଏମ୍ସ ଭୁବନେଶ୍ଵର ଡାକ୍ତରଙ୍କ ମୃତଦେହ

June 17, 2026

ହସ୍ତଚାଳିତ ପ୍ରକ୍ରିୟାରେ ଭତ୍ତା ବାଣ୍ଟିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 17, 2026
Latest News

ଭାରତ ଆଜି ବିଶ୍ୱର ଅନ୍ୟତମ ଆର୍ଥିକ ମହାଶକ୍ତିରେ ପରିଣତ ହୋଇଛି: ଭଦ୍ରକ ସାଂସଦ

June 17, 2026

ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ମାମଲା: ସରକାରଙ୍କ ଆଦେଶ ବିରୁଦ୍ଧରେ କୋର୍ଟ ପହଞ୍ଚିଲା କମ୍ପାନୀ

June 17, 2026

ଝୁଲନ୍ତା ଅବସ୍ଥାରେ ମିଳିଲା ଏମ୍ସ ଭୁବନେଶ୍ଵର ଡାକ୍ତରଙ୍କ ମୃତଦେହ

June 17, 2026

ହସ୍ତଚାଳିତ ପ୍ରକ୍ରିୟାରେ ଭତ୍ତା ବାଣ୍ଟିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 17, 2026

ଜୁଲାଇ ୧୦ରୁ ସାମୁହିକ ଛୁଟି: ଚେତାବନୀ ଦେଲେ ଯୋଗାଣ ସହାୟକ କର୍ମଚାରୀ

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.