ଆଜିର ଖବର ଅଙ୍ଗ ପ୍ରତିରୋପଣ ପାଇଁ ଅଙ୍ଗ ଅଭାବ: ଭାରତରେ ପ୍ରତିଦିନ ହାରାହାରି ୨୦ ରୋଗୀଙ୍କ ମୃତ୍ୟୁ ଭୁବନେଶ୍ୱର: ଜୀବନ ରକ୍ଷାକାରୀ ଅଂଗ ପ୍ରତିରୋପଣ ନିମନ୍ତେ ଆବଶ୍ୟକ ମାତ୍ରାର ଅଂଗର ଘୋର ଅଭାବ ଯୋଗୁଁ ଭାରତରେ ପ୍ରତିଦିନ ହାରାହାରି ୨୦ ଜଣ ରୋଗୀଙ୍କ ମୃତ୍ୟୁ ଘଟୁଛି।…