ଆଜିର ଖବର ଅଖିଳ ଭାରତୀୟ ଅଘ୍ରିଆ ସମାଜର ପ୍ରତିନିଧିଙ୍କୁ ଜାଗା ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଅଖିଳ ଭାରତୀୟ ଅଘ୍ରିଆ ସମାଜର ପ୍ରତିନିଧି ମାନେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଅଭିନନ୍ଦନ ଜଣାଇବା ସହ ସେମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ…