ବିଶେଷ ଖବର ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହ: 826 ଜଣ ଆଗ୍ନିକ, 115 ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତି ଭୁବନେଶ୍ବର: ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ମହିଳାଙ୍କ ନିଯୁକ୍ତି ବିଷୟକୁ ବିଚାରକୁ ନିଆଯିବ। ଏଥିପାଇଁ ଆବଶ୍ୟକୀୟ ସଂଶୋଧନ ଜରିଆରେ ପଦବୀକୁ ଫାୟାର ଫାଇଟର ବା ଅଗ୍ନିଯୋଦ୍ଧା…