ଆଜିର ଖବର ଅଟଳ ପ୍ରତିଭା ସମ୍ମାନ ୨୦୨୫ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଯେତେବେଳେ ବି ଅଟଳ ବିହାରୀ ବାଜପେୟୀଙ୍କ କଥା ଆଲୋଚନା ହେବ, ‘ପୋଖରାନ ପରମାଣୁ ପରୀକ୍ଷଣ’ ଏବଂ ‘କାର୍ଗିଲ ବିଜୟ’ କଥା ସର୍ବାଗ୍ରେ ଆସିବ। ଅଟଳଜୀ କେବଳ…