‘ଅଟଳ ବସ୍ ଷ୍ଟାଣ୍ଡ’ ଯୋଜନା

ଭୁବନେଶ୍ଵର: ରାଜ୍ୟ କ୍ୟାବିନେଟ ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ‘ଅଟଳ ବସ୍ ଷ୍ଟାଣ୍ଡ’ ଯୋଜନାକୁ ମଞ୍ଜୁରି ମିଳିଛି। ଏହି ଯୋଜନା ଅନୁସାରେ…