ଆଜିର ଖବର ସ୍ୱଚ୍ଛ ବିନ୍ଦୁ ସାଗର ପ୍ରକଳ୍ପର ଶୁଭାରମ୍ଭ: ଅତ୍ୟାଧୁନିକ ଜ୍ଞାନକୌଶଳରେ କରାଯିବ ନିର୍ମଳ ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକାମ୍ର କ୍ଷେତ୍ରରେ ସ୍ୱଚ୍ଛ ବିନ୍ଦୁ ସାଗର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଭର୍ଚୁଆଲ ମାଧ୍ୟମରେ…