ଆଜିର ଖବର ଏଣିକି ଅନଲାଇନରେ ମିଳିବ ଅକ୍ସିଜେନ, 5ଟି ସହର ପାଇଁ ଏହି ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର, କୋଭିଡ ସଂକ୍ରମିତଙ୍କ ଚିକିତ୍ସା ସୁବିଧା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଘରେ ଅକ୍ସିଜେନ କନସେନଟ୍ରେଟର ପହଞ୍ଚାଇବା ବ୍ୟବସ୍ଥା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର, ବ୍ରହ୍ମପୁର, କଟକ,…