ବିଶେଷ ଖବର ବିନୟତୋଷ ମିଶ୍ର ହେଲେ ଅନ୍ତରୀଣ ଡିଜିପି, ନୂଆ ଡିଜିପି ନିଯୁକ୍ତି ପର୍ଯ୍ୟନ୍ତ ଦିଆଗଲା ଦାୟିତ୍ବ ଭୁବନେଶ୍ବର: ଆଜି ରାଜ୍ୟ ସରକାର ବରିଷ୍ଠ ଆଇପିଏସ ବିନୟତୋଷ ମିଶ୍ରଙ୍କୁ ଅନ୍ତରୀଣ ପୋଲିସ ଡିଜି ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି। ୧୯୯୩ ବ୍ୟାଚ୍ର ଆଇପିଏସ୍ ଶ୍ରୀ ମିଶ୍ର ଆସନ୍ତା…