ଜାତୀୟ ଖବର ନଭି ମୁମ୍ବାଇର ଅନ୍ତର୍ଜାତୀୟ ବିମାନବନ୍ଦର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ଉଦଘାଟନ କରି, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଏବଂ ଲୋକାର୍ପଣ କରିଛନ୍ତି। ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କୁ…