ଆଜିର ଖବର ସୈନିକ ସ୍କୁଲରେ ନାମ ଲେଖା ପାଇଁ ପ୍ରବେଶିକା ପରୀକ୍ଷା ନିମନ୍ତେ ଅନ୍ଲାଇନ୍ ପଞ୍ଜୀକରଣ ଜାରି ଭୁବନେଶ୍ଵର: ଦେଶର ୩୩ଟି ସୈନିକ ସ୍କୁଲ୍ରେ ଷଷ୍ଠ ଓ ନବମ ଶ୍ରେଣୀରେ ନାମ ଲେଖା ନିମନ୍ତେ ଆସନ୍ତା ୨୧ ଜାନୁଆରୀ ୨୦୨୪ରେ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ।…