ବିଶେଷ ଖବର ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କର ଗ୍ରୀଷ୍ମ ଛୁଟିରେ ହୋମୱାର୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଭୁବନେଶ୍ୱର: ଗ୍ରୀଷ୍ମ ଅବକାଶକାଳୀନ ସମୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାର୍ଥୀମାନଙ୍କ ପାଠପଢ଼ାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶାଙ୍କ ପକ୍ଷରୁ ‘ଅବକାଶକାଳୀନ ଗୃହକାର୍ଯ୍ୟ’…