ଅପରାଧ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତ ସ୍ୱାମୀଙ୍କୁ ଆଜୀବନ ଜେଲ ଭୁବନେଶ୍ଵର: ଢେଙ୍କାନାଳ ଜ଼ିଲ୍ଲା ସଦର ଥାନା ରାଣିପାଳ ଗ୍ରାମର ସୁମନ୍ତୀ ପ୍ରଧାନ ହତ୍ୟାକାଣ୍ଡ ମାମଲାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜ଼ିଲ୍ଲା ଦୌରାଜଜ ତଥା ସ୍ୱତନ୍ତ୍ର ଭିଜିଲାନ୍ସ…