ଆଜିର ଖବର ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ସସ୍ମିତ ପାତ୍ର ଏବଂ ଅମର ପଟ୍ଟନାୟକ, କହିଲେ ଆରମ୍ଭ ହେଲା ନୂଆ ଇନିଂସ୍ ଆଜି ବିଜେଡିର ଦୁଇ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ଏବଂ ଅମର ପଟ୍ଟନାୟକ ଶପଥ ନେଇଛନ୍ତି। ଉଭୟଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ ଉପରାଷ୍ଟ୍ରପତି…