ଆଜିର ଖବର ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଜୟନ୍ତୀ ଅବସରରେ ସଂସ୍କୃତି ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଭୁବନେଶ୍ୱର: ଅଲଚିକି ଲିପିର ଉଦ୍ଭାବକ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ୧୧୮ତମ ଜୟନ୍ତୀ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟଙ୍କ ଅଧ୍ୟକ୍ଷତାରେ…