ଆଜିର ଖବର ଜୁଲାଇ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ୨୨ରୁ ପଞ୍ଜିକରଣ ଭୁବନେଶ୍ୱର: ଆଗାମୀ ଜୁଲାଇ ୨୭ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ଅଶୋକ ନଗର (ୟୁନିଟ-୨) ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ…