ଆଜିର ଖବର Ashwini Vaishnaw Birthday: କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଜନ୍ମଦିନ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ Ashwini Vaishnaw Birthday: ଆଜି ହେଉଛି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଜନ୍ମଦିନ। ଓଡିଶାରୁ ରାଜ୍ୟସଭାକୁ ଯାଇଥିବା ଅଶ୍ବିନୀ ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ରେଳ, ସୂଚନା ଓ ପ୍ରସାରଣ…