ଆଜିର ଖବର ବଦଳିଲା ‘ଅହମ୍ମଦନଗର’ର ନାମ: ଅହିଲ୍ୟା ବାଇ ହୋଲକର ନାମରେ ନାମିତ କଲେ ମୁଖ୍ୟମନ୍ତ୍ରୀ ସିନ୍ଦେ ମୁମ୍ବାଇ: ମହାରାଷ୍ଟ୍ରର ଅହମ୍ମଦ ନଗର ଜିଲ୍ଲା ବର୍ତ୍ତମାନ ଅହିଲ୍ୟା ବାଇ ହୋଲକର ନାମରେ ପରିଚିତ ହେବ। ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଆଜି ଜିଲ୍ଲାର ନାମ ପରିବର୍ତ୍ତନ କରିବାକୁ…