ଆଜିର ଖବର ଓଡ଼ିଶାରେ ଆତିଥ୍ୟ ଶିକ୍ଷାକୁ ପ୍ରୋତ୍ସାହନ ଦେବା ଲାଗି ଆଇଏଚଏମ ଭୁବନେଶ୍ୱର ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଭୁବନେଶ୍ୱର: ଓଡ଼ିଶାର ଯୁବବର୍ଗଙ୍କ ମଧ୍ୟରେ ହସପିଟାଲିଟି ବା ଆତିଥ୍ୟ ଶିକ୍ଷା ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ଭୁବନେଶ୍ୱରର ଇନଷ୍ଟିଚ୍ୟୁଟ୍ ଅଫ୍ ହୋଟେଲ ମ୍ୟାନେଜମେଣ୍ଟ (ଆଇଏଚଏମ) ସହଭାଗିତାରେ…