ଆଇଏମଡି ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମାହାପାତ୍ର

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଜି ସନ୍ଧ୍ଯାରେ ବାତ୍ୟାର ରୂପ ନେବ। ସମ୍ଭାବ୍ୟ ବାତ୍ୟା ‘ଗୁଲାବ’  ଆନ୍ଧ୍ରପ୍ରଦେଶର କଳିଙ୍ଗପଟ୍ଟନମ ନିକଟରେ…