ବିଶେଷ ଖବର ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି ଭୁବନେଶ୍ବର: ରାଜ୍ୟରେ କାର୍ଯ୍ୟରତ ଆଇନଜୀବୀ ମାନଙ୍କ ସହାୟତା ପାଇଁ ଥିବା ରାଜ୍ୟ କଲ୍ୟାଣ ପାଣ୍ଠିରୁ ଆଇନଜୀବୀ ମାନଙ୍କୁ ଅବସର କିମ୍ବା ଦେହାନ୍ତ କ୍ଷେତ୍ରରେ ତାଙ୍କ ପରିବାରକୁ ସହାୟତା…