ଆଜିର ଖବର ଆଉଟଲୁକ୍ ଏଗ୍ରି-ଟେକ୍ ସମ୍ମିଟ୍ରେ ସୋଆ କୃଷି ମହାବିଦ୍ୟାଳୟ ସମ୍ମାନିତ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ (ଆଇଏଏସ୍)କୁ ଗତ ରବିବାର ଦିନ ନୁଆଦିଲ୍ଲୀ ଠାରେ ‘ଆଉଟ୍ଲୁକ୍ ଏଗ୍ରି-ଟେକ୍ ସମ୍ମିଟ୍’ରେ ସମ୍ମାନଜନକ…